www.samajalive.in
Saturday, December 6, 2025
17.1 C
Bhubaneswar

ପହେଲଗାମ୍ ବଦଲା: ଆଜି ବଡ ନିଷ୍ପତ୍ତି !

ନୂଆଦିଲ୍ଲୀ : ପହେଲଗାମ୍ ଆତଙ୍କୀ ହମଲାର ବଦଲା ପାଇଁ ବଡ ଯୋଜନା। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ଵପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ସୁରକ୍ଷା ସମ୍ପର୍କିତ କ୍ୟାବିନେଟ୍ କମିଟି ବା ସିସିଏସ୍ ବୈଠକ ଦିନ ୧୧ଟାରେ ବସିବ। ଏହି ବୈଠକରେ ସୁରକ୍ଷା ପ୍ରସ୍ତୁତି ଉପରେ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି। ପହେଲଗାମ୍ ଆତଙ୍କୀ ଆକ୍ରମଣ ପରେ ଏହା ଦ୍ଵିତୀୟ ସିସିଏସ୍‌ ବୈଠକ । ଏଥିରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଗୃହମନ୍ତ୍ରୀ ଅମିତ୍ ଶାହା, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ , ବୈଦେଶିକ ବ୍ୟାପାର ମନ୍ତ୍ରୀ ପ୍ରମୁଖ ଉପସ୍ଥିତ ରହିବେ। ଏହି ବୈଠକରେ ପାକିସ୍ତାନ ବିପକ୍ଷରେ କୌଣସି ବଡ ପଦକ୍ଷେପ ଘୋଷଣା ସମ୍ଭାବନା ରହିଛି। ପହେଲାଗାମ୍ ହମଲା ପରେ ପ୍ରଥମ ସିସିଏସ୍ ବୈଠକରେ ୫ ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିଲା।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories