www.samajalive.in
Saturday, December 6, 2025
26.1 C
Bhubaneswar

ଦିଲ୍ଲୀରେ ବର୍ଷା, ବିଭିନ୍ନ ସ୍ଥାନ ଜଳବନ୍ଦୀ

ନୂଆଦିଲ୍ଳୀ: ଦିଲ୍ଲୀ ଓ ଜାତୀୟ ରାଜଧାନୀ ଅଞ୍ଚଳ (ଏନସିଆର)ରେ ରବିବାର ପ୍ରବଳ ବର୍ଷା ହୋଇଛି। ବର୍ଷା ଯୋଗୁଁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହୋଇଛି। ଫଳରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଛି। କେନ୍ଦ୍ର ଓ ପଶ୍ଚିମ ଦିଲ୍ଲୀ ସହିତ ଉତ୍ତରପ୍ରଦେଶ ନଇଡା ଓ ଗାଜିଆବାଦରେ ରବିବାର ଅପରାହ୍ଣରେ ବର୍ଷା ବିତ୍ପାତ ଦେଖାଯାଇଛି। ପାଣିପାଗ ବିଭାଗ ଆଗାମୀ ୨୪ ଘଣ୍ଟା ପାଇଁ ଅରେଞ୍ଜ ଆଲର୍ଟ ଜାରି କରିଛି। ହିମାଚଳ ପ୍ରଦେଶରେ ମଧ୍ୟ ଆଜି ପ୍ରବଳ ବର୍ଷା ହୋଇଛି। ବର୍ଷା ଯୋଗୁଁ ୧୩୫ଟି ସ୍ଥାନରେ ରାସ୍ତା ବନ୍ଦ ହୋଇଛି। ଲାହୁଲ-ସ୍ପିତି, ଚାମ୍ବା ଓ ସିରମୌର ଜିଲାରେ ବର୍ଷା ବିତ୍ପାତ ସୃଷ୍ଟି ହୋଇଛି। ମାତ୍ର ଏଥିରେ କେହି ମୃତାହତ ହୋଇନାହାନ୍ତି।

Hot this week

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

Related Articles

Popular Categories