ଦିଲ୍ଲୀର ପୂର୍ବତନ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ଆତ୍ମସମର୍ପଣ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଡେସ୍କ: ଦିଲ୍ଲୀର ପୂର୍ବତନ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଏବଂ ଅର୍ଥ ଠକେଇ ମାମଲାର ଅନ୍ୟ ଦୁଇ ଅଭିଯୁକ୍ତ ଅଙ୍କୁଶ ଓ ବୈଭବ ଜୈନଙ୍କ ଜାମିନ ଆବେଦନକୁ ଆଜି ସୁପ୍ରିମକୋର୍ଟ ଖାରଜ କରି ସେମାନଙ୍କୁ ତୁରନ୍ତ ଆତ୍ମସମର୍ପଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଅଭିଯୁକ୍ତଙ୍କୁ ଅତିରିକ୍ତ ଏକ ସପ୍ତାହ ପାଇଁ ଆତ୍ମସମର୍ପଣ କରିବାକୁ ସମୟ ଦେବାକୁ ଓକିଲଙ୍କ ଦାବିକୁ ସର୍ବୋଚ୍ଚ ଅଦାଲତ ଖାରଜ କରିଦେଇଛନ୍ତି। ୨୦୨୩ ସରସ୍ୱତୀ ସମ୍ମାନ ପାଇବେ ବିଶିଷ୍ଟ କବି ପ୍ରଭା ବର୍ମା ସତ୍ୟେନ୍ଦ୍ର ଜୈନଙ୍କୁ ଗତ … Continue reading ଦିଲ୍ଲୀର ପୂର୍ବତନ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ଆତ୍ମସମର୍ପଣ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ