www.samajalive.in
Thursday, December 11, 2025
14.1 C
Bhubaneswar

ଦିଲ୍ଲୀରେ ସେକ୍ସ ୠାକେଟ, ୭ ଗିରଫ

ନୂଆଦିଲ୍ଲୀ : ଦିଲ୍ଲୀ ପୁଲିସ ରବିବାର ପାହାଡଗଞ୍ଜ ଅଞ୍ଚଳରେ ଏକ ସେକ୍ସ ୠାକେଟ ଠାବ କରିଥିବା​‌ ବେଳେ ଏଥିରେ ସଂପୃକ୍ତ ୭ ଜଣଙ୍କୁ ଗିରଫ କରିଛି। ଗୁଇନ୍ଦା ସୂଚନାକୁ ଆଧାର କରି ତିନିଟି ଥାନାର ପୁଲିସ କର୍ମୀ ଏହି ଅଞ୍ଚଳର ଏକାଧିକ ହୋଟେଲ ଉପରେ ଚଢଉ କରିଥିଲେ। ଅଭିଯୁକ୍ତମାନେ ନେପାଳ ସମେତ ଦେଶର ବିଭିନ୍ନ ପ୍ରାନ୍ତରୁ ଯୁବତୀ ଓ ମହିଳାଙ୍କୁ ବିଭିନ୍ନ ପ୍ରଲୋଭନ ଦେଖାଇ ଏଠାକୁ ଆଣିବା ପରେ ସେମାନଙ୍କୁ ଦେହ ବ୍ୟବସାୟରେ ନିୟୋଜିତ କରୁଥିବା ଜଣାପଡିଛି। ଚଢଉ ସମୟରେ ୨୩ ଜଣ ଯୁବତୀଙ୍କୁ ଉଦ୍ଧାର କରାଯାଇଛି। ସେମାନଙ୍କ ମଧ୍ୟରେ ୩ ନାବାଳିକାଙ୍କ ସମେତ ନେପାଳର ୧୦ ଯୁବତୀ ସାମିଲ ଅଛନ୍ତି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories