ମନୁସ୍ମୃତିକୁ ଆଇନ ପାଠ୍ୟକ୍ରମରେ ଅନ୍ତର୍ଭୁକ୍ତ କରିବା ପ୍ରସ୍ତାବକୁ ଦିଲ୍ଲୀ ବିଶ୍ୱବିଦ୍ୟାଳୟର ପ୍ରତ୍ୟାଖ୍ୟାନ

ଡେସ୍କ: ମନୁସ୍ମୃତିକୁ ଆଇନ ପାଠ୍ୟକ୍ରମରେ ଅନ୍ତର୍ଭୁକ୍ତ କରିବା ପ୍ରସ୍ତାବକୁ ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଆଜି ପ୍ରତ୍ୟାଖ୍ୟାନ କରିଛି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନୂଆଦିଲ୍ଲୀରେ ଗଣମାଧ୍ୟମକୁ ସୂଚନା ଦେଇ ସ୍ପଷ୍ଟ କରିଛନ୍ତି ଯେ ବିଶ୍ୱବିଦ୍ୟାଳୟର ଏକାଡେମିକ କାଉନସିଲରେ ଏଭଳି କୌଣସି ପ୍ରସ୍ତାବକୁ ଅନୁମୋଦନ କରାଯାଇନାହିଁ। ଶିକ୍ଷାମନ୍ତ୍ରୀ କହିଛନ୍ତି ଯେ ଏହି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରାଯାଇଛି ବୋଲି ଦିଲ୍ଲୀ ବିଶ୍ୱବିଦ୍ୟାଳୟ କୁଳପତି ଯୋଗେଶ ସିଂହ ତାଙ୍କୁ ଜଣାଇଛନ୍ତି। ଶ୍ରୀ ପ୍ରଧାନ କହିଛନ୍ତି ଯେ ସମ୍ବିଧାନର ମୂଲ୍ୟବୋଧ ବଜାୟ ରଖିବା ପାଇଁ … Continue reading ମନୁସ୍ମୃତିକୁ ଆଇନ ପାଠ୍ୟକ୍ରମରେ ଅନ୍ତର୍ଭୁକ୍ତ କରିବା ପ୍ରସ୍ତାବକୁ ଦିଲ୍ଲୀ ବିଶ୍ୱବିଦ୍ୟାଳୟର ପ୍ରତ୍ୟାଖ୍ୟାନ