www.samajalive.in
Saturday, December 6, 2025
14.1 C
Bhubaneswar

ଦିଲ୍ଲୀ ଗସ୍ତରେ ଦୁଇ ମୁଖିଆ

ଭୁବନେଶ୍ଵର : ଦିଲ୍ଲୀ ଗସ୍ତରେ ଦୁଇ ମୁଖିଆ। ରାଜ୍ୟ ରାଜନୀତିର ଦୁଇ ପ୍ରମୁଖ ଦଳ ବିଜେଡି ଆଉ ବିଜେପିର ମୁଖିଆ ଏବେ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଶନିବାର ବିଳମ୍ବିତ ରାତିରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଦିଲ୍ଲୀ ଗସ୍ତରେ ଯାଇଥିବାବେଳେ ଆଜି ସକାଳେ ବିଜେଡି ମୁଖିଆ ନବୀନ ପଟ୍ଟନାୟକ ଆଜି ସକାଳେ ଦିଲ୍ଲୀ ଗସ୍ତ କରିଛନ୍ତି। ତେବେ ଆଗକୁ ଉପରାଷ୍ଟ୍ରପତି ନିର୍ବାଚନ ଥିବାରୁ ଏହି ଦୁଇ ଦଳ ମୁଖିଆଙ୍କ ଦିଲ୍ଲୀ ଗସ୍ତକୁ ନେଇ ଚର୍ଚ୍ଚା ଜୋର ଧରିଛି। ଦିନକ ପୂର୍ବରୁ ମନମୋହନ ଦିଲ୍ଲୀ ଗସ୍ତରୁ ଫେରିଥିଲେ । ପୂର୍ବ ଗସ୍ତରେ ବିଜେପି କେନ୍ଦ୍ରୀୟ ନେତୃତ୍ବଙ୍କ ସହ ଆଲୋଚନା କରିଥିଲେ । ପୁଣି ଥରେ ଦିଲ୍ଲୀ ଯିବା ପରେ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ଚର୍ଚ୍ଚା ବଢିଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories