ସମାଜ ଡିଜିଟାଲ ଡେସ୍କ: ଦିଲ୍ଲୀ ବିଧାନସଭା ନିର୍ବାଚନ ଲାଗି ଶନିବାର ଭୋଟ ଗଣତି ଆରମ୍ଭ ହୋଇଛି। ପ୍ରାରମ୍ଭିକ ଗଣତିରୁ ବିଜେପି ଆଗରେ ଥିବା ସୂଚନା ମିଳିଛି। ମୋଟ ୭୦ ବିଧାନସଭା ଆସନ ମଧ୍ୟରୁ ବିଜେପି ୩୬ ଆସନରେ ଆଗୁଆ ଥିବା ସୂଚନା ମିଳିଛି। ସେହିପରି ଆମ ଆଦମୀ ପାର୍ଟି(ଆପ୍) ୨୨ ଆସନରେ ଆଗୁଆ ଥିବାବେଳେ କଂଗ୍ରେସ ମାତ୍ର ୪ଟି ଆସନରେ ଆଗୁଆ ରହିଛି।
Popular Categories



