www.samajalive.in
Monday, December 8, 2025
20.1 C
Bhubaneswar

ରାଜଧାନୀରେ ରେକର୍ଡ ଭାଙ୍ଗିଲା ତାପମାତ୍ରା ; ୫୨.୩ ଡିଗ୍ରୀ ରେକର୍ଡ

ନୂଆଦିଲ୍ଲୀ : ତାପମାତ୍ରାରେ ସର୍ବକାଳୀନ ରେକର୍ଡ କଲା ଦିଲ୍ଲୀ। ବୁଧବାର ଦିଲ୍ଲୀର ତାପମାତ୍ରା ୫୨.୩ ଡିଗ୍ରୀ ରେକର୍ଡ କରାଯାଇଛି। ଗତ କିଛି ଦିନ ଧରି ରାଜଧାନୀ ଦିଲ୍ଲୀରେ ତାପମାତ୍ରା ରେକର୍ଡ ଭାଙ୍ଗୁଛି।

ଜୁନ୍ ୨୦୨୪; ୫ ଗ୍ରହଙ୍କ ରାଶି ପରିବର୍ତ୍ତନ, ୫ରାଶିଙ୍କ ପୂରା ବଦଳି ଯିବ ଭାଗ୍ୟ, ସବୁ ଇଚ୍ଛା ହେବ ପୂରଣ..

- Advertisement -

ବୁଧବାର ରାଜଧାନୀର ମୁଙ୍ଗେଶପୁର ଅଞ୍ଚଳ ସବୁଠାରୁ ଉତ୍ତପ୍ତ ଥିଲା। ଏଠାରେ ୫୨.୩ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିଲା। ମଙ୍ଗଳବାର ମୁଙ୍ଗେଶପୁରରେ ୪୯.୯ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିଲା। ବୁଧବାର (ମେ ୨୯) ରେ ପାଣିପାଗ ବିଭାଗ ପୂର୍ବରୁ ଅସହ୍ୟ ଗରମ ଓ ଲୁ ପାଇଁ ଲାଲ୍ ଆଲର୍ଟ ଜାରି କରିଥିଲା।

Hot this week

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

Related Articles

Popular Categories