www.samajalive.in
Monday, December 15, 2025
26.1 C
Bhubaneswar

ମହୋଦଧି ମାର୍କେଟ କଂପ୍ଲେକ୍ସ ଉଚ୍ଛେଦ ଆରମ୍ଭ, ଭଙ୍ଗାଯାଉଛି ୫୮ ଦୋକାନ ଘର

ପୁରୀ: ପୁରୀ ମୋଚି ସାହି ନିକଟରେ ଅସୁରକ୍ଷିତ ଭାବେ ଥିବା ମହୋଦଧି ମାର୍କେଟ କଂପ୍ଲେକ୍ସ ଭଙ୍ଗା କାର୍ଯ୍ୟ ଆରମ୍ଭ ହୋଇଛି। ମଙ୍ଗଳବାର ସକାଳୁ ପୁରୀ ପୌର ପ୍ରଶାସନ ପକ୍ଷରୁ ଏହି ଉଚ୍ଛେଦ କାର୍ଯ୍ୟ ଚାଲିଛି। ପ୍ରଶାସନ ପକ୍ଷରୁ ଜେସିବି ଲଗାଇ ମାର୍କେଟ କଂପ୍ଲେକ୍ସରେ ଥିବା ଦୋକାନ ଘର ଭଙ୍ଗାଯାଉଛି। କଂପ୍ଲେକ୍ସରେ ମୋଟ ୫୮ଟି ଦୋକାନ ଘର ରହିଥିବାବେଳେ ସେଠାରେ ସମବାୟ ସଂସ୍ଥା କାର୍ଯ୍ୟାଳୟ ମଧ୍ୟ ଚାଲିଥିଲା। ପ୍ରଶାସନ ପକ୍ଷରୁ ଏହି ମାର୍କେଟ କଂପ୍ଲେକ୍ସକୁ ଅସୁରକ୍ଷିତ ଘୋଷଣା କରାଯାଇଥିଲା।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories