www.samajalive.in
Saturday, December 6, 2025
15.1 C
Bhubaneswar

ଜେଏସଡବ୍ଲ୍ୟୁ କୋଇଲା ପ୍ଲଟରେ ଠିକା କର୍ମଚାରୀଙ୍କ ଧାରଣା

ପାରାଦୀପ: ଜେଏସଡବ୍ଲ୍ୟୁ କୋଇଲା ପ୍ଲଟରେ ଠିକା କର୍ମଚାରୀଙ୍କ ଧାରଣା ଦେଇଥିବା ସୂଚନା ମିଳିଛି। ଦରମା ବୃଦ୍ଧି ସହ ଶ୍ରମିକଙ୍କ ଛଟେଇ ପ୍ରତିବାଦରେ କର୍ମଚାରୀମାନେ ଧାରଣା ଦେଇଛନ୍ତି। ସେମାନଙ୍କ ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ସେମାନେ ଆନ୍ଦୋଳନ ଜାରି ରଖିବେ ବୋଲି ପ୍ରକାଶ କରିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories