www.samajalive.in
Saturday, December 6, 2025
15.1 C
Bhubaneswar

ରାଜଧାନୀରେ ଦିନକରେ ଚିହ୍ନଟ ହେଲେ ଆଉ ୮୨ ଡେଙ୍ଗୁ ରୋଗୀ

ଭୁବନେଶ୍ୱର : ରାଜ୍ୟରେ କରୋନାର କାୟା ଏବେ ମଧ୍ୟ ରହିଛି। ଏହା ମଧ୍ୟରେ ରାଜଧାନୀ ଭୁବନେଶ୍ୱରରେ ପ୍ରତିଦିନ ଡେଙ୍ଗୁ ରୋଗୀ ମଧ୍ୟ ଚିହ୍ନଟ ହେଉଥିବା ଦେଖାଯାଉଛି। ୨୪ ଘଣ୍ଟାରେ ରାଜଧାନୀରେ ଆଉ ୮୨ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ବେଳେ ମୋଟ ଡେଙ୍ଗୁରୋଗୀଙ୍କ ସଂଖ୍ୟା ୧୫୫୨କୁ ବୃଦ୍ଧି ପାଇଛି। ବର୍ତ୍ତମାନ ସୁଦ୍ଧା ୧୦୬୦ ସୁସ୍ଥ ହୋଇଥିବା ବେଳେ ୪୯୮ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଭୁବନେଶ୍ୱର ବିଭିନ୍ନ ସ୍ଥାନରେ ସଚେତନତା ଓ ସଫେଇ କାର୍ଯ୍ୟକୁ ବ୍ୟାପକ ଭାବେ କରାଯାଉଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories