ଏସିବିରେ ଚିକିତ୍ସାଧିନ ଅବସ୍ଥାରେ ଜଣେ ଡ଼େଙ୍ଗୁ ରୋଗୀ ମୃତ
କଟକ : ଏସିବି ମେଡ଼ିକାଲରେ ଚିକିତ୍ସାଧିନ ଅବସ୍ଥାରେ ଜଣେ ଡ଼େଙ୍ଗୁ ରୋଗୀଙ୍କର ମୃତ୍ୟୁ ହୋଇଛି। ମୃତକ ହେଲେ ଜଗତସିଂହପୁର କୁଜଙ୍ଗର ସୌମ୍ୟରଞ୍ଜନ ନାୟକ। ୨୦ ତାରିଖରୁ ଆଇସିୟୁରେ ଭର୍ତ୍ତି ହୋଇଥିଲେ। ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଅଧିକ ଖରାପ ହେବାରୁ ଆଜି ତାଙ୍କର ମୃତ୍ୟୁ ହୋଇଛି। ଗତ ୬ ମାସ ଭିତରେ ଏସିବିରେ ଡ଼େଙ୍ଗୁ ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି ପାଇଛି।