www.samajalive.in
Saturday, December 6, 2025
19.1 C
Bhubaneswar

କୁହୁଡି ବଳୟରେ ଦିଲ୍ଲୀ: ବିମାନ ଓ ଟ୍ରେନ୍ ସେବା ବାଧାପ୍ରାପ୍ତ

ନୂଆଦିଲ୍ଳୀ: ସାରା ଉତ୍ତର ଭାରତରେ ଥଣ୍ଡା ଲହରୀ ଜାରି ରହିଛି। ପ୍ରବଳ ଶୀତରେ ଜନଜୀବନ ପୁରା ଅସ୍ତବ୍ୟସ୍ତ ହୋଇପଡିଛି। ସକାଳ ୧୦ଟା ନ ବାଜିଲେ ଘରୁ ବାହାରିବା ବି ମୁସ୍କିଲ ହୋଇପଡୁଛି। ଦିଲ୍ଲୀ ସହରରେ ଘନ କୁହୁଡି ଯୋଗୁଁ ବିମାନ ଓ ଟ୍ରେନ୍ ସେବା ବାଧାପ୍ରାପ୍ତ ହୋଇଛି। ମଙ୍ଗଳବାର ରାତିରୁ ସକାଳ ମଧ୍ୟରେ ୫ଟି ବିମାନର ଗତିପଥ ବଦଳିଛି। ଆଉ ୫୦ଟି ବିମାନର ଯାତ୍ରା ବିଳମ୍ବ ନେଇ ସୂଚନା ଜାରି କରାଯାଇଛି। ବିଭିନ୍ନ ସ୍ଥାନରୁ ଦିଲ୍ଲୀକୁ ଆସୁଥିବା ୨୩ଟି ଟ୍ରେନ୍ ବିଳମ୍ବରେ ଚାଲୁଥିବା ସୂଚନା ମିଳିଛି।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories