www.samajalive.in
Monday, December 8, 2025
27.1 C
Bhubaneswar

ପ୍ରଖର ସ୍ରୋତରେ ଭାସିଗଲେ ବୃଦ୍ଧ

ଦେଓଗାଁ: ଦେଓଗାଁ ଥାନା ନୂଆପଲି ଗାଁରେ ଅଘଟଣ। ଗାଁର ଜଣେ ବୃଦ୍ଧ ଆଜି ଶୌଚ ହେବା ଲାଗି ନଦୀକୁ ଯାଇଥିବାବେଳେ ପାଣିରେ ଭାସି ଯାଇଥିଲେ।  ଲଘୁଚାପ ଜନିତ ବର୍ଷା ଯୋଗୁଁ ନୂଆପାଲି ସ୍ଥିତ କେଉଁଟି ଜୋର ରେ ଅଧିକ ପାଣି ପ୍ରବାହିତ ହେଉଛି। ଶୌଚ ହେବା ଲାଗି ଘାସିରାମ ବିଶ୍ୱାଳ ଯାଇଥିବାବେଳେ ପ୍ରଖର ସ୍ରୋତରେ ଭାସି ଯାଇଥିବା ଅନୁମାନ କରାଯାଉଛି। ଏନେଇ ପରିବାର ଲୋକେ ଖବର ଦେବା ପରେ ଓଡ୍ରାଫ୍ଟ ଟିମ ପହଞ୍ଚି ଖୋଜାଖୋଜି ଜାରି ରଖିଛନ୍ତି।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories