www.samajalive.in
Thursday, December 11, 2025
27.1 C
Bhubaneswar

ବର୍ଷା ଧୋଇନେଲା କଂକ୍ରିଟ ରାସ୍ତା : ଯାଇ ପାରୁନି ଆମ୍ବୁଲାନ୍ସ

ଦେଓଗାଁ: ବଲାଙ୍ଗୀର ସଦର ବ୍ଳକ ଅନ୍ତର୍ଗତ ଶିକା ଛିଡା -ସିନ ଖମନ ପୂର୍ତ୍ତ ରାସ୍ତାରୁ କନକ ପୁର ଗାଁକୁ ଯାଇଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ରାସ୍ତାକୁ ଗତ କିଛି ମାସ ତଳେ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରି ମରାମତି କରାଯାଇଥିଲା। ହେଲେ ଲଘୁଚାପ ଜନିତ ଲଗାଣ ବର୍ଷା  ମରାମତି କରିଥିବା ସ୍ଥାନର କଂକ୍ରିଟକୁ ଧୋଇନେଇଥିବାବେଳେ ଗାର୍ଡ ୱାଲ ସହ ରାସ୍ତା ଦବି ଯାଇ ଆଁ କରିଛି। ଏହି ରାସ୍ତାଟି ପୋଲ ନିକଟରେ ଦବି ଯିବାରୁ ଗାଁକୁ ଆମ୍ବୁଲାନ୍ସ ମଧ୍ୟ ଯାଇ ପାରୁ ନାହିଁ ବୋଲି ଗାଁ ଲୋକେ ଅଭିଯୋଗ କରିଛନ୍ତି। ୧୨ ଜଣ ଲୋକ ପ୍ରଧାନମନ୍ତ୍ରୀ ଆବାସ ଘର ପାଇଛନ୍ତି ; ହେଲେ ରାସ୍ତା ପାଇଁ ଟ୍ରାକ୍ଟରରେ ସାମଗ୍ରୀ ଗାଁକୁ ନେଇ ପାରୁ ନାହାନ୍ତି ବୋଲି ପ୍ରକାଶ କରିଛନ୍ତି। ରାସ୍ତା ଦବି ଯିବାଯୋଗୁଁ ନାହିଁ ନ ଥିବାର ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଲୋକେ। ଏଣୁ ଏହି ପୋଲକୁ ଶୀଘ୍ର ମରାମତି କରିବାକୁ ସାଧାରଣରେ ଦାବି ହେଉଛି।

Hot this week

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

ପାକିସ୍ତାନକୁ ଏଫ-୧୬ ଯୁଦ୍ଧ ବିମାନର ପ୍ରଯୁକ୍ତିବିଦ୍ୟା ବିକିବ ଆମେରିକା

ସମାଜ ଲାଇଭ ଡ଼େସ୍କ : ଯୁକ୍ତରାଷ୍ଟ୍ର ଆମେରିକା ପାକିସ୍ତାନକୁ ଏଫ-୧୬ ଯୁଦ୍ଧ...

ଥରୁଛି ସାରା ଓଡିଶା : ୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ଵର : ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ୧୦ ଡିଗ୍ରୀ...

ବସ୍‌-ବାଇକ୍ ଧକ୍କା : ଦୁଇ ଛାତ୍ର ମୃତ

ପଦ୍ମପୁର: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍...

ଗୋଆ ଅଗ୍ନିକାଣ୍ଡ : ମାଲିକ ଲୁଥ୍ରା ଭ୍ରାତାଙ୍କୁ ଅଟକ ରଖିଛି ଥାଇଲାଣ୍ଡ ପୁଲିସ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories