www.samajalive.in
Sunday, December 7, 2025
18.1 C
Bhubaneswar

କଳାବ୍ୟାଜ୍ ପିନ୍ଧି କାର୍ଯ୍ୟ କଲେ ପିଇଓ

ଦେଓଗାଁ: ଦେଓଗାଁ ଓ ସଦର ବ୍ଲକରେ କାର୍ଯ୍ୟ କରୁଥିବା ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀମାନେ ବିଭିନ୍ନ ଦାବୀ ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ନିଜର ଦାବୀ ପୂରଣ ପାଇଁ ଅଧିକାରୀମାନେ କଳାବ୍ୟାଜ୍ ପରିଧାନ କରି କାର୍ଯ୍ୟ କରୁଥିବା ଦେଖିବାକୁ ମିଳିଛି। ପିଇଓମାନେ ଦାବୀ କରିଛନ୍ତି ଯେ, ପିଇଓ ପଦଵୀ ପାଇଁ ଶିକ୍ଷାଗତ ଯୋଗ୍ୟତା +୩ କରିବା, ଜିପିଇଓ ଭାବରେ ପଦୋନ୍ନତି, ଗ୍ରେଡ ପେ ୨୧୦୦ ରୁ ୩୫୦୦କୁ ବୃଦ୍ଧି କରିବା ଆଦି ବିଭିନ୍ନ ଦାବୀ ରହିଛି। ଏହି ଦାବୀ ପୂରଣ ହେବା ପର୍ଯ୍ୟନ୍ତ ସଂଘ ନିଷ୍ପତ୍ତି ଅନୁଯାୟୀ ଆନ୍ଦୋଳନ କରାଯିବ ବୋଲି ବିଡିଓଙ୍କୁ ଲିଖିତ ଜଣାଇଥିବା ପିଇଓ ସଂଘ ସୂଚନା ଦେଇଛି।

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories