www.samajalive.in
Sunday, December 14, 2025
14.1 C
Bhubaneswar

ଲଣ୍ଡନ ଗସ୍ତରେ ଯିବେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଓଡିଶା ପର୍ଯ୍ୟଟନ ଶିଳ୍ପରେ ପୁଞ୍ଜିନିବେଶକୁ କରିବ ତ୍ୱରାନ୍ୱିତ 

ଭୁବନେଶ୍ୱର:  ଆସନ୍ତା ନଭେମ୍ବର 2 ତାରିଖରୁ  9 ତାରିଖ ପର୍ଯ୍ୟନ୍ତ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ‘Tourism Odyssey: Strengthening ties with Diaspora and Industry Leaders” କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ପାଇଁ ସାତଦିନିଆ ଲଣ୍ଡନ ଗସ୍ତ କରିବେ। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ବିଦେଶ ମାଟିରେ ଶ୍ରୀମତୀ ପରିଡା ଓଡିଶା ପର୍ଯ୍ୟଟନ ବିକାଶର ଅପାର ସମ୍ଭାବନା ଉପରେ ଆଲୋକପାତ କରିବେ।  ଏହି ଗସ୍ତ ଓଡିଶାର ପର୍ଯ୍ୟଟନ ପ୍ରତି ବିଦେଶୀ ପର୍ଯ୍ୟଟକମାନଙ୍କୁ ଆକୃଷ୍ଟ କରିବା ସହ ରାଜ୍ୟ ପର୍ଯ୍ୟଟନ ଶିଳ୍ପରେ  ଅଧିକ ପୁଞ୍ଜିନିବେଶକୁ ତ୍ୱରାନ୍ୱିତ କରିବ ବୋଲି ଦୃଢ଼ ଆଶା କରାଯାଉଛି।

Hot this week

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ବଙ୍ଗଳା ନେବା ଅଭିଯୋଗ ଉଠାଇଲା ବିଜେଡି

ଭୁବନେଶ୍ବର : ସ୍ବତନ୍ତ୍ର ଓଡ଼ିଶା ଗଠନ ହେବା ପରଠାରୁ ମୋହନ ଚରଣ...

ନବମ ଶ୍ରେଣୀ ଛାତ୍ର ଠାରୁ ବନ୍ଧୁକ ଜବତ

ଗରଦପୁର : କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ କୋରୁଆ ସରକାରୀ ଉଚ୍ଚ...

୨୦୨୬ରେ ଏହି ରାଶିଙ୍କ ଚମକିବ ଭାଗ୍ୟ: ଯାହାବି କରିବେ ସଫଳ ହେବେ, ପ୍ରଚୁର ଧନ ବର୍ଷା ହେବ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ସ୍ଥିତି ଏବଂ ଗତି ବ୍ୟକ୍ତିବିଶେଷଙ୍କ ଜୀବନକୁ...

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

Related Articles

Popular Categories