www.samajalive.in
Friday, December 5, 2025
26.1 C
Bhubaneswar

ମୁମ୍ବଇରେ ପହଞ୍ଚିଲେ ପ୍ରଭାତୀ

ସମାଜ ଲାଇଭ୍‌ ବ୍ୟୁରୋ: ମୁମ୍ବଇରେ ଇଣ୍ଡିଆ ମାରିଟାଇମ୍ ୱିକ୍‌ କାର୍ଯ୍ୟକ୍ରମରେ ଭାଗ ନେବା ପାଇଁ ପହଞ୍ଚିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ତାଙ୍କୁ ସେଠାରେ ମହାରାଷ୍ଟ୍ର ସରକାରଙ୍କ ପକ୍ଷରୁ ସ୍ବାଗତ କରାଯାଇଛି। ମଙ୍ଗଳବାର ସେ ‘ଇଣ୍ଡିଆଜ୍‌ ମାରିଟାଇମ୍‌ କନେକସନ୍ସ’ ଅଧିବେଶନରେ ତାଙ୍କର ଦୀକ୍ଷାନ୍ତ ଭାଷଣ ରଖିବେ।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories