www.samajalive.in
Saturday, December 6, 2025
26.1 C
Bhubaneswar

ଭିଜିଲାନ୍ସ ଜାଲରେ ଡେପୁଟି କଲେକ୍ଟର

ନୀଳଗିରି: ଭିଜିଲାନ୍ସ ଜାଲରେ ଡେପୁଟି କଲେକ୍ଟର। ନୀଳଗିରି ଡେପୁଟି କଲେକ୍ଟର ପରିକ୍ଷିତ ଜେନାଙ୍କ ବାଲିଗୋହିରୀ ସ୍ଥିତ ଭଡା ଘରେ ଭିଜିଲାନ୍ସ ଚଢାଉ ଚାଲିଛି । ଚଢାଉ ବେଳେ ବହୁ ଗୁରୁତ୍ୱପୂର୍ଣ କାଗଜ ପତ୍ର ଯାଞ୍ଚ କରାଯିବା ସହିତ ସୁଜିକି କମ୍ପାନୀର ଏକ ଭିଟେରା କାର, ଏକ ବୁଲେଟ୍ ଜବତ କରାଯାଇଛି । ପୂର୍ବରୁ ସେ ବାରିପଦାର ବିଡ଼ିଓ ଭାବରେ କାର୍ଯ୍ୟରତ ଥିଲେ । ଏହି ଓଏଏସ ଅଧିକାରୀ ଜଣକ ବହୁ ଦୁର୍ନୀତି ରେ ଲିପ୍ତ ଥିବା ନେଇ ସୂଚନା ମିଳିଛି । ଭିଜିଲାନ୍ସ ଅଧିକାରୀମାନେ ଏକକାଳୀନ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଥିବା ବେଳେ ୧୨ ଜଣିଆ ଟିମ ଏଥିରେ ସାମିଲ ରହିଛନ୍ତି।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories