www.samajalive.in
Monday, December 8, 2025
13.1 C
Bhubaneswar

କ୍ବାର୍ଟରରୁ ଡେପୁଟି ରେଞ୍ଜରଙ୍କ ମୃତ୍ୟୁଦେହ ଉଦ୍ଧାର

କଲ୍ୟାଣସିଂହପୁର : କଲ୍ୟାଣସିଂହପୁର ଡେପୁଟି ରେଞ୍ଜରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଥାନା ସଦର ମହକୁମା ସ୍ଥିତ ସରକାରୀ କ୍ବାର୍ଟରରୁ ଡେପୁଟି ରେଞ୍ଜର ବ୍ରଜମୋହନ ଭୋଇଙ୍କ ମୃତଦେହ ସନ୍ଦେହଜନକ ଅବସ୍ଥାରେ ଉଦ୍ଧାର ହୋଇଛି। ଖବର ପାଇ ସ୍ଥାନୀୟ ତହସିଲଦାର, ଥାନା ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ତେବେ ବର୍ତ୍ତମାନ ସୁଦ୍ଧା ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି।

Hot this week

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

Related Articles

Popular Categories