www.samajalive.in
Tuesday, December 9, 2025
15.1 C
Bhubaneswar

ସାଲୁଗା ପ୍ରଧାନ ବିଧାନସଭା ନୂଆ ଉପବାଚସ୍ପତି

ଭୁବନେଶ୍ୱର : ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ହେଲେ ବିଧାନସଭା ନୂଆ ଉପବାଚସ୍ପତି। ଉପବାଚସ୍ପତି ଭାବେ ମଙ୍ଗଳବାର ପୂର୍ବାହ୍ନରେ ସାଲୁଗା ପ୍ରଧାନ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି।
ସୂଚନା ଯୋଗ୍ୟ,କନ୍ଧମାଳ ଜିଲା ଜି.ଉଦୟଗିରିର ବିଜେଡି ବିଧାୟକ ସାଲୁଗା ପ୍ରଧାନ ଉପବାଚସ୍ପତି ପାଇଁ ସୋମବାର ନାମାଙ୍କନ ପତ୍ର ଦାଖଲ କରିଥିଲେ। ମନ୍ତ୍ରୀ ଓ ବିଧାୟକଙ୍କ ଉପସ୍ଥିତିରେ ନାମାଙ୍କନ ଦାଖଲ କରିଥିଲେ। ୨୦୦୦ରୁ ୨୦୦୪ ଓ ୨୦୧୯ରେ ବିଧାୟକ ଭାବେ ସେ ନିର୍ବାଚିତ ହୋଇଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories