www.samajalive.in
Sunday, December 14, 2025
26.1 C
Bhubaneswar

ଗିରିଖାତକୁ ବସ୍‌ ଖସି ୧୩ ମୃତ

ଡେରାଡୁନ : ମଙ୍ଗଳବାର ଉତ୍ତରାଖଣ୍ଡର ଆଲମୋଡା ଜିଲା ଅନ୍ତର୍ଗତ ଟୋଟମ ଗ୍ରାମ ନିକଟରେ ଏକ ବସ୍‌ ଗିରିଖାତକୁ ଖସିପଡିବା ଫଳରେ ୧୩ ଜଣ ପ୍ରାଣ ହରାଇଛନ୍ତି। ୨୪ ଜଣ ଯାତ୍ରୀଙ୍କୁ ନେଇ ଉକ୍ତ ବସ୍‌ଟି ରାମନଗରରୁ ଆଲମୋଡା ଯାତ୍ରା କରୁଥିଲା। ପୁଲିସ ଓ ସ୍ଥାନୀୟ ପ୍ରଶାସନ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରୁଛନ୍ତି। ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂହ ରାୱତ ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories