www.samajalive.in
Saturday, December 13, 2025
18.1 C
Bhubaneswar

ଦୀର୍ଘଦିନ ପରେ ଆକ୍ସନ ଅବତାରରେ ଶାହିଦ, ଆସିଲା ‘ଦେବା’ ଟ୍ରେଲର

ମୁମ୍ବାଇ: ଶାହିଦ କପୁର ଅଭିନୀତ ଚଳଚ୍ଚିତ୍ର ‘ଦେବା’ର ଟ୍ରେଲର ଶୁକ୍ରବାର ରିଲିଜ୍ ହୋଇଛି। ଟ୍ରେଲରରେ ଶାହିଦ ଜବରଦସ୍ତ ଆକ୍ସନ କରୁଥିବା ଦେଖିବାକୁ ମିଳିଛି। ଫିଲ୍ମରେ ସେ ଜଣେ ପୁଲିସ ଅଧିକାରୀ ସାଜିଛନ୍ତି। ନିକଟରେ ଚଳଚ୍ଚିତ୍ରର ଟିଜର ରିଲିଜ୍ ହୋଇଥିଲା ଏବଂ ଏହାପରେ ପ୍ରଶଂସକ ଟ୍ରେଲରକୁ ଉତ୍ସାହର ସହ ଅପେକ୍ଷା କରି ରହିଥିଲେ।


ଏଥିରେ ପୂଜା ହେଗଡ଼େ ଶାହିଦଙ୍କ ନାୟିକା ସାଜିଛନ୍ତି। ଟ୍ରେଲରରେ ତାଙ୍କ ଝଲକ୍‌ ମଧ୍ୟ ନଜର ଆସିଛି। ଏମାନଙ୍କ ବ୍ୟତୀତ ପାଭେଲ ଗୁଲାଟୀ, ପ୍ରବେଶ ରାଣା ଓ କୁବରା ସୈତ ପ୍ରମୁଖ କଳାକାର ଏହି ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି। ଚଳିତ ବର୍ଷ ଜାନୁଆରୀ ୩୧ ତାରିଖରେ ମୁକ୍ତିଲାଭ କରିବ ‘ଦେବା’।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories