www.samajalive.in
Thursday, December 11, 2025
26.1 C
Bhubaneswar

ବିଚ ରାସ୍ତାରେ ଯୁବତୀଙ୍କ ତଣ୍ଟି କାଟିଲା ଯୁବକ

ଦେବଗଡ଼: ଦେବଗଡ଼ ଥାନା ଗୁରୁସାହି ରାସ୍ତାରେ ଯୁବକଙ୍କ ଜଘନ୍ୟ କାଣ୍ଡ ଭିଆଇଛି। ଏହି ଯୁବକ ଜଣକ ବିଚ ରାସ୍ତାରେ ଜଣେ ଯୁବତୀଙ୍କ ତଣ୍ଟି କାଟି ଲହୁଲୁହାଣ କରିଥିଲା। ବ୍ଲେଡରେ ଯୁବତୀଙ୍କ ତଣ୍ଟି କାଟିବା ସହ ନିଜ ତଣ୍ଟି ମଧ୍ୟ କାଟିଥିଲା ସମ୍ପୃକ୍ତ ଯୁବକ। ନିଜ ତଣ୍ଟି କାଟିବା ପରେ ରକ୍ତଜୁଡୁବୁଡୁ ଅବସ୍ଥାରେ ରାସ୍ତାରେ ଗୁରୁତର ଅବସ୍ଥାରେ ପଡ଼ି ଯାଇଥିଲା। ଉୟଭ ଯୁବକ ଓ ଯୁବତୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା।

ତେବେ ଯୁବତୀଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ରହିଥିବାବେଳେ ତଣ୍ଟି କାଟିଥିବା ଯୁବକଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଦେବଗଡ଼ ପୁଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। କେଉଁ କାରଣରୁ ଯୁବକ ଜଣକ ଏଭଳି ଜଘନ୍ୟ କାଣ୍ଡ ଭିଆଇଛନ୍ତି ତାହାର କାରଣ ସ୍ପଷ୍ଟ ହୋଇନାହିଁ। ତେବେ ଅଧିକ ତଦନ୍ତ ପରେ ଏହାର କାରଣ ଜଣାପଡ଼ିବ ବୋଲି ପୁଲିସ ସୂଚନା ଦେଇଛି।

Hot this week

ନୂଆ ମ୍ୟୁଜିକାଲ ୟୁଟ୍ୟୁବ୍ ଚ୍ୟାନେଲ ‘ଆନନ୍ଦ ନିର୍ଝର’ର ଶୁଭାରମ୍ଭ

ଭୁବନେଶ୍ୱର: ନୂଆ ମ୍ୟୁଜିକାଲ୍ ୟୁଟ୍ୟୁବ୍ ଚ୍ୟାନେଲ 'ଆନନ୍ଦ ନିର୍ଝର'ର ଶୁଭାରମ୍ଭ ଉତ୍ସବ...

ଆମେରିକା, କୋରିଆ, ଜାପାନ… ସମସ୍ତଙ୍କୁ ପଛରେ ପକାଇ, ରେଳବାଇରେ ଭାରତ କିପରି ସଫଳ ହେଲା ?

ନୂଆଦିଲ୍ଲୀ: ଗତ ୭୫ ବର୍ଷ ମଧ୍ୟରେ ଭାରତ ରେଳ ବିଦ୍ୟୁତୀକରଣରେ ଉଲ୍ଲେଖନୀୟ...

ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲା: ଷଡ଼ଯନ୍ତ୍ରକାରୀ ଉମର ଖଲିଦକୁ ଅନ୍ତରୀଣ ଜାମିନ

ସମାଜଲାଇଭ ଡେସ୍କ: ୨୦୨୦ ଉତ୍ତର-ପୂର୍ବ ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲାର ଅଭିଯୁକ୍ତ...

ପାଚିଲା କଦଳୀରୁ ପୁଷ୍ଟିକର ଖାଦ୍ୟ ପିଲାଙ୍କୁ ଦିଅନ୍ତୁ

କଦଳୀକୁ ବିଭିନ୍ନ ପ୍ରକାରର ଖାଦ୍ୟ ପ୍ରସ୍ତୁତ କରିବା ପାଇଁ ବ୍ୟବହାର କରାଯାଇପାରିବ।...

୨୦୨୬ରେ ଶନିଙ୍କ ପ୍ରଭାବ: ଏହି ରାଶିରେ ବଦଳିବ ଭାଗ୍ୟ

ସମାଜ ଡିଜିଟାଲ ଡେସ୍କ: ନଅଟି ଗ୍ରହ ମଧ୍ୟରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଗ୍ରହ...

Related Articles

Popular Categories