www.samajalive.in
Monday, December 8, 2025
13.1 C
Bhubaneswar

ଦେବଜିତ୍‌ ସାଇକିଆ ବିସିସିଆଇ ସଚିବ ନିଯୁକ୍ତ

ନୂଆଦିଲ୍ଲୀ: ପୂର୍ବତନ ୱିକେଟ୍ କିପର ବ୍ୟାଟ୍ସମ୍ୟାନ୍ ଦେବଜିତ୍ ସାଇକିଆ ଭାରତୀୟ କ୍ରିକେଟ୍ କଂଟ୍ରୋଲ ବୋର୍ଡ(ବିସିସିଆଇ)ର ନୂତନ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି। ଆଇସିସିର ନବନିଯୁକ୍ତ ଅଧ୍ୟକ୍ଷ ଜୟ ଶାହଙ୍କ ସ୍ଥାନରେ ସାଇକିଆ ଏହି ପଦ ସମ୍ଭାଳିବେ। ଏହି ପଦ ପାଇଁ ସେ ଏକମାତ୍ର ପ୍ରାର୍ଥୀ ହୋଇଥିବାରୁ ସାଇକିଆ ବିସିସିଆଇ ସଚିବ ହେବା ନିଶ୍ଚିତ ବୋଲି କୁହାଯାଉଥିଲା। ସାଇକିଆଙ୍କୁ ସଚିବ ଭାବେ ନିଯୁକ୍ତ କରିବାର ନିଷ୍ପତ୍ତି ବିସିସିଆଇର ସ୍ୱତନ୍ତ୍ର ସାଧାରଣ ସଭା ସମୟରେ ନିଆଯାଇଛି। ଜୟ ଶାହ ଆଇସିସି ଅଧ୍ୟକ୍ଷ ହେବାପରେ ସାଇକିଆ କାମଚଳା ସଚିବ ଭାବରେ କାର୍ଯ୍ୟ କରୁଥିଲେ।

Hot this week

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

Related Articles

Popular Categories