www.samajalive.in
Wednesday, December 10, 2025
16.1 C
Bhubaneswar

ଦେବେଗୌଡ଼ା ଓ ଖଡ଼ଗେ ରାଜ୍ୟସଭାକୁ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ

ନୂଆଦିଲ୍ଲୀ : ଆଠଟି ରାଜ୍ୟର ୧୯ଟି ରାଜ୍ୟସଭା ଆସନ ପାଇଁ ଶୁକ୍ରବାର ନିର୍ବାଚନ ଶେଷ ହୋଇଛି। କର୍ଣ୍ଣାଟକରେ ୪ଟି ରାଜ୍ୟସଭା ଆସନ ପାଇଁ ୪ଜଣ ପ୍ରାର୍ଥୀ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‍.ଡି. ଦେବେଗୌଡ଼ା, କଂଗ୍ରେସ ନେତା ମଲ୍ଲିକାର୍ଜ୍ଜୁନ ଖଡ୍‍ଗେ, ବିଜେପି ପ୍ରାର୍ଥୀ ଇଆନା କାଡାଦି ଏବଂ ଅଶୋକ ଗସ୍ତି। ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ସେହିପରି ଅରୁଣାଚଳ ପ୍ରଦେଶର ବିଜେପି ପ୍ରାର୍ଥୀ ନୱାମ ରେବିୟା ରାଜ୍ୟସଭା ପାଇଁ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି।

ଏହା ବ୍ୟତୀତ ଆନ୍ଧ୍ରପ୍ରଦେଶ ଏବଂ ଗୁଜରାଟରୁ ୪ଟି ଲେଖାଏଁ, ମଧ୍ୟପ୍ରଦେଶ ଏବଂ ରାଜସ୍ଥାନରୁ ୩ଟି ଲେଖାଏଁ, ଝାଡ଼ଖଣ୍ଡରୁ
୨ ଏବଂ ମଣିପୁର, ମିଜୋରାମ ଓ ମେଘାଳୟର ଗୋଟିଏ ଲେଖାଏଁ ଆସନ ରହିଛି।  ଅନ୍ୟ ଆସନ ଗୁଡ଼ିକ ପାଇଁ ଭୋଟ୍‍ ଗଣତି ଜାରି ରହିଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories