www.samajalive.in
Tuesday, December 9, 2025
15.1 C
Bhubaneswar

ମହାରାଷ୍ଟ୍ରରେ ମହାନାଟକ : ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟଭାର ଗ୍ରହଣ କଲେ ​‌ଫଡନବୀଶ

ମୁମ୍ବଇ : ମହାରାଷ୍ଟ୍ରର ମହାନାଟକକୁ ନେଇ ସୁପ୍ରିମକୋର୍ଟରେ ମାମଲା ଚାଲିଥିବା ବେଳେ ଦୁଇ ଦିନ ତଳେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ଦେବେନ୍ଦ୍ର ଫଡନବୀଶ ଏବଂ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ସୋମବାର କାର୍ଯ୍ୟଭାର ଗ୍ରହଣ କରିଛନ୍ତି।
ଶ୍ରୀ ଫଡନବୀଶ କହିଛନ୍ତି, ସେ ମୁଖ୍ୟ ଶାସନ ସଚିବ ଏବଂ ଅର୍ଥ ସଚିବଙ୍କ ସହିତ ଅଦିନିଆ ବର୍ଷା ଦ୍ବାରା କ୍ଷିତଗ୍ରସ୍ତ କୃଷକଙ୍କ ସମସ୍ୟା ଏବଂ ଅତିରିକ୍ତ ସହାୟତା ପଦାନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ସୂଚନାଯୋଗ୍ୟ ଅଦିନିଆ ବର୍ଷା ଯୋଗୁ ମହାରାଷ୍ଟ୍ରରେ ବ୍ୟାପକ ଫସଲ ହାନୀ ଘଟିଛି। ଯାହାଦ୍ୱାରା ବଜାରରେ ପିଆଜ ସମତେ ଅନ୍ୟାନ୍ୟ ସାମଗ୍ରୀର ଦର ବୃଦ୍ଧି ଘଟିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories