www.samajalive.in
Friday, December 5, 2025
16.1 C
Bhubaneswar

ଜୁନ୍‌‌ ୧୮ ଓ ୧୯ରେ ଶପଥ ନେବେ ବିଧାୟକ: ବିଧାନସୌଧ ପରିସରରେ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲେ ଡିଜିପି


ଭୁବନେଶ୍ୱର: ଜୁନ୍‌‌ ୧୮ ଓ ୧୯ ତାରିଖରେ ଶପଥ ନେବେ ନବ ନିର୍ବାଚିତ ବିଧାୟକ। ଏହାପରେ ୨୦ ତାରିଖରେ ହେବ ବାଚସ୍ପତି ନିର୍ବାଚନ। ଏହି ତିନି ଦିନିଆ ବିଧାନସଭା ଅଧିବେଶନ ପାଇଁ ବିଧାନସୌଧ ପରିସରରେ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି ପୁଲିସ ଡିଜିପି ଅରୁଣ ଷଡଙ୍ଗୀ। ଗୃହ ଭିତରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯିବା ସହ କେବଳ ପାସ୍‌‌ ଧାରୀ ଗୃହ ମଧ୍ୟକୁ ପ୍ରବେଶ କରିପାରିବେ। ଏହାସହିତ ବିଧାନସଭା ପରିସରରେ ୭୫ଜଣ ପୁଲିସ ଅଧିକାରୀଙ୍କ ସହ ମୁତୟନ ହେବେ ୮ ପ୍ଲାଟୁନ ଫୋର୍ସ। ସୁରକ୍ଷା ବ୍ୟବସ୍ଥାର ଦାୟିତ୍ୱରେ ରହିଛନ୍ତି ପୁଲିସ କମିଶନର ସଞ୍ଜିବ ପଣ୍ଡା।

Hot this week

ରାତି ବଢିବା ସହ ବଢ଼ିଲାଣି ଭିଡ ,କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି

କଟକ :କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି । କିନ୍ତୁ ଆଜିଠୁ...

ସମ୍ପତ୍ତି ଆଗରେ ସମ୍ପର୍କ ତୁଛ , ମା ର ମୃତ ଦେହ ସତ୍କାର ନହୋଇ ପଡ଼ିରହିଛି

କୁଜଙ୍ଗ: କୁଜଙ୍ଗ ବ୍ଲକ ବିଶ୍ୱାଳି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି।...

ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦,କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ଆସନ୍ତା ୯ ତାରିଖରେ ବାରବାଟୀ ଷ୍ଟାଡିୟମ, କଟକ ଠାରେ ଭାରତ-ଦକ୍ଷିଣ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ଫୁଲବାଣୀ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି...

୨ ଶିଶୁ ସହ ୧୫ ଦାଦନ ଶ୍ରମିକ ଉଦ୍ଧାର, ଫେରାର ସର୍ଦ୍ଦାର ଗିରଫ

କଣ୍ଟାବାଞ୍ଜି: ତୁରକେଲା ଥାନା ପୁଲିସ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଗୁରୁବାର...

Related Articles

Popular Categories