www.samajalive.in
Saturday, December 6, 2025
23.1 C
Bhubaneswar

ମାଲକାନଗିରିରେ ପୁଲିସ୍ ଡିଜି: ମାଓ ମୁକାବିଲା ନେଇ ଆଲୋଚନା

ମାଲକାନଗିରି:ମାଲକାନଗିରିରେ ପୁଲିସ ମହାନିର୍ଦ୍ଦେଶକ ଅରୁଣ ଷଡଙ୍ଗୀ ।  ସ୍ଵାଭିମାନ ଅଞ୍ଚଳରେ ମାଓ ମୁକାବିଲା ନେଇ ବିଏସଏଫ୍ ଅଧିକାରୀ ଓ ଏସପିଙ୍କ ସହ ଆଲୋଚନା କରିଛନ୍ତି। ଗୁଇନ୍ଦା ନିର୍ଦ୍ଦେଶକ, ଏଡିଜି ଅପରେସନ୍ ଏବଂ ଗୁଇନ୍ଦା ଡିଆଇଜି ମଧ୍ୟ ତାଙ୍କ ସହ ଉପସ୍ଥିତ ରହିଥିଲେ। ଆଗକୁ ସାଧାରଣ ନିର୍ବାଚନ ଆସୁଥିବାରୁ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥାର ମଧ୍ୟ ଯାଞ୍ଚ କରିଛନ୍ତି। ଛତିଶଗଡରେ ମାଓବାଦୀଙ୍କ ଦବଦବା ଅଧିକ ଥିବାରୁ ନିର୍ବାଚନ ସମୟରେ ମାଓ ହିଂସା ରୋକିବା ଲାଗି ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରାଯିବ। ଆସନ୍ତା ୧୯ ତାରିଖରେ ଛତିଶଗଡ ନିର୍ବାଚନ ରହିଛି। ତେଣୁ ସେ ସମୟରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଅପରେସନକୁ କିଭଳି ଭାବେ ଜୋରଦାର କରାଯାଇପାରିବ ସେ ନେଇ ଆଲୋଚନା କରିଛନ୍ତି।

Hot this week

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

Related Articles

Popular Categories