www.samajalive.in
Monday, December 8, 2025
27.1 C
Bhubaneswar

ଆକ୍ସନ ଅବତାରରେ କଙ୍ଗନା

ମୁମ୍ବଇ : କଙ୍ଗନା ରାଣାୱତ୍‍ଙ୍କ ଅଭିନୀତ ଆଗାମୀ ଆକ୍ସନ-ଥ୍ରୀଲର ଭିତ୍ତିକ ଚଳଚ୍ଚିତ୍ର ‘ଧାକଡ଼’ର ପୋଷ୍ଟର ମଙ୍ଗଳବାର ରିଲିଜ୍‍ ହୋଇଛି। ପୋଷ୍ଟରରେ କଙ୍ଗନାଙ୍କ ବନ୍ଧୁକ ଧରିଥିବା ଆକ୍ସନ ଅବତାର ଦେଖିବାକୁ ମିଳିଛି। କଙ୍ଗନାଙ୍କୁ ଏଭଳି ସୁପର ଆକ୍ସନ ରୂପରେ ଦେଖି ପ୍ରଶଂସକ ଆଚମ୍ବିତ ହୋଇଯାଇଛନ୍ତି। ରଜନୀଶ ଘାଇଙ୍କ ନିର୍ଦ୍ଦେଶନାରେ ନିର୍ମିତ ଏହି ଚଳଚ୍ଚିତ୍ର ଆସନ୍ତା ବର୍ଷ ଦୀପାବଳି ଅବସରରେ ମୁକ୍ତିଲାଭ କରିବ। ‘ଧାକଡ଼’କୁ ନେଇ କଙ୍ଗନା ଖୁବ୍‍ ଉତ୍ସାହିତ ଓ ଆଶାବାଦୀ ଥିବା ଜଣାପଡ଼ିଛି।

Hot this week

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ଏମଭି-୨୬ ଗାଁରେ ପୁଲିସ ଛାଉଣୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

Related Articles

Popular Categories