www.samajalive.in
Wednesday, December 10, 2025
18.1 C
Bhubaneswar

ଅଜଣା ଗାଡ଼ି ଧକ୍କାରେ ଢ଼ାବା ରୋଷେଇୟାଙ୍କ ମୃତ୍ୟୁ

ପାଟଣା : କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ୪୯ ନମ୍ବର ଜାତୀୟ ରାଜପଥର ସରସପଶି ଛକ ନିକଟରେ ବୁଧବାର ଭୋରରୁ ଅଜଣା ଗାଡ଼ି ଧକ୍କାରେ ଜଣେ ଢ଼ାବା ରୋଷେଇୟା ଙ୍କ ମୃତ୍ୟୁ ଘଟିଛି । ମୃତ ବ୍ୟକ୍ତି ଯାମୁଦା ଗ୍ରାମର ସନ୍ତୋଷ କୁମାର ନାଏକ ବୋଲି ଜଣାପଡିଛି । ସେ ଏକ ଢ଼ାବାରେ ରୋଷେଇୟା ଭାବେ କାର୍ୟ୍ୟ କରୁଥିବା ବେଳେ ବୁଧବାର ଭୋର ସମୟରେ ଶୌଚ ହେବା ପାଇଁ ରାସ୍ତାର ଅପର ପାର୍ଶ୍ଵକୁ ଯାଉଥିବା ବେଳେ ତାଙ୍କୁ ଏକ ଅଜଣା ଗାଡ଼ି ଧକ୍କା ଦେଇ ପଳାଇ ଯାଇଥିଲା। ଖବର ପାଇ ଘଟଣା ସ୍ଥଳରେ ତୁରୁମୁଙ୍ଗା ପୁଲିସ ପହଞ୍ଚି ମୃତଦେହକୁ ଜବତ କରି ତଦନ୍ତ କରୁଛି।

Hot this week

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

Related Articles

Popular Categories