www.samajalive.in
Saturday, December 6, 2025
14.1 C
Bhubaneswar

ନଭେମ୍ବର ୩ରେ ବଡଓଷା

ଆଠଗଡ : ନଭେମ୍ବର ୩ ତାରିଖରେ ଆଠଗଡ ପ୍ରସିଦ୍ଧ ବାବା ଧବଳେଶ୍ଵରଙ୍କ ପୀଠରେ ବଡଓଷା ପାଳନ ହେବ। ନଭେମ୍ବର ୪ ଅର୍ଥାତ୍ ମଙ୍ଗଳବାର ସକାଳୁ ବାବାଙ୍କ ଗଜଭୋଗ ବିତରଣ କରାଯିବ। ନଭେମ୍ବର ୫ ତାରିଖରେ ଡଙ୍ଗା ଭସା ସହ କାର୍ତ୍ତିକ ପୂର୍ଣ୍ଣିମା ପାଳନ କରାଯିବ। ଅକ୍ଟୋବର ୮ ତାରିଖରୁ ନଭେମ୍ବର ୫ ତାରିଖ ପର୍ଯ୍ୟନ୍ତ କାର୍ତ୍ତିକ ବ୍ରତ ପାଳନ କରାଯିବ। ଏବଂ ନଭେମ୍ବର  ୧ ତାରିଖରୁ ୫ ତାରିଖ ପର୍ଯ୍ୟନ୍ତ ପଞ୍ଚକ ବ୍ରତ ପାଳନ କରାଯିବା ନେଇ ସୂଚନା ରହିଛି। ବାବା ଧବଳେଶ୍ଵରଙ୍କ ପୀଠରେ ଅନୁଷ୍ଠିତ ହୋଇଥିବା ପ୍ରସ୍ତୁତି ବୈଠକରେ ଏହି ନିଷ୍ପତ୍ତି ହୋଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories