ପ୍ରସିଦ୍ଧ ଶୈବପୀଠ ଧବଳେଶ୍ୱରରେ ପ୍ଲାଷ୍ଟିକ୍‌ ମନା

ଆଠଗଡ : ଆଠଗଡ ସ୍ଥିତ ପ୍ରସିଦ୍ଧ ଶୈବପୀଠ ଧବଳେଶ୍ୱରରେ ପ୍ଲାଷ୍ଟିକ୍‌ ମନା । ପ୍ଲାଷ୍ଟିକ୍‌ କଳସ, ପ୍ଲାଷ୍ଟିକ୍‌ ତିଆରି ଅନ୍ୟ ସାମଗ୍ରୀ ସମ୍ପୂର୍ଣ୍ଣ ବାରଣ କରାଯାଇଛି । ଦେବୋତ୍ତର ବିଭାଗ ଓ ପୂଜକ କମିଟି ବୈଠକରେ ଏହି ନିଷ୍ପତ୍ତି ହୋଇଥିବା ନେଇ ସୂଚନା ମିଳିଛି । ନୂଆ ପୋଲ ପୂର୍ବରୁ ଶ୍ରାବଣ ସୋମବାର ବାହୁଙ୍ଗି ରଖିବେ କାଉଡିଆ । କେବଳ ମାଟି ଓ ପିତ୍ତଳ କଳସ ନେଇ ଜଳ ଲାଗି କରିବାକୁ ଅନୁମତି ମିଳିଛି। ସୂଚନା ଅନୁଯାୟୀ,ଶ୍ରାବଣ … Continue reading ପ୍ରସିଦ୍ଧ ଶୈବପୀଠ ଧବଳେଶ୍ୱରରେ ପ୍ଲାଷ୍ଟିକ୍‌ ମନା