www.samajalive.in
Monday, December 15, 2025
15.1 C
Bhubaneswar

କାର୍ତ୍ତିକର ତୃତୀୟ ସୋମବାର: ପ୍ରଭୁ ଧବଳେଶ୍ବରଙ୍କୁ ଦର୍ଶନ କଲେ ହଜାର ହଜାର ଶ୍ରଦ୍ଧାଳୁ

ଗୁରୁଡିଝାଟିଆ:କାର୍ତ୍ତିକ ମାସର ତୃତୀୟ ସୋମବାରରେ ପ୍ରଭୁ ଧବଳେଶ୍ୱରଙ୍କୁ ପ୍ରାୟ ୬୦ ହଜାର ଶ୍ରଦ୍ଧାଳୁ ଦର୍ଶନ କରିଛନ୍ତି। ଏଥିପାଇଁ ସନ୍ଧ୍ୟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କ ଆଗମନ ଦେଖିବାକୁ ମିଳିଥିଲା। ଦୀର୍ଘ ସମୟ ଧାଡିରେ ରହି ଶ୍ରଦ୍ଧାଳୁମାନେ ଆଜି ଶୃଙ୍ଖଳାର ସହିତ ଦର୍ଶନ କରିଥିଲେ।

ନୀତିପାଳିଆ ବଟକୃଷ୍ଣ ପତ୍ରୀ ପ୍ରତ୍ୟୁଷରୁ ପହଡ ଖୋଲି ପ୍ରଭୁଙ୍କ ନୀତିକାର୍ଯ୍ୟ ସଂପନ୍ନ କରିଥିଲେ। ଆଠଗଡ଼ ଉପଜିଲାପାଳ ତଥା ଦେବୋତ୍ତର କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରହଲ୍ଲାଦ ନାରାୟଣ ଶର୍ମାଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ପ୍ରଭୂଙ୍କ ନୀତିକାର୍ଯ୍ୟ ସଂପନ୍ନ ହେବା ପରେ ଭୋର ୫ଟାରେ ଶ୍ରଦ୍ଧାଳୁଙ୍କ ଦର୍ଶନ ବ୍ୟବସ୍ଥା କରାଯାଇଥିଲା।

- Advertisement -

ଚୌଦ୍ୱାର ଏସଡିପିଓ ଉମାକାନ୍ତ ନାୟକ ,ଗୁରୁଡିଝାଟିଆ ଥାନା ଅଧିକାରୀ ପରେଶ କୁମାର ମହାନ୍ତି,ଧବଳେଶ୍ୱର ପୁଲିସ ସହାୟତା କେନ୍ଦ୍ର ଅଧିକାରୀ ଗିରୀଶ ମହାନ୍ତିଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ପୁଲିସ ମୁତୟନ ହୋଇ ଶୃଙ୍ଖଳାର ସହିତ ଧାଡିରେ ଦର୍ଶନ ବ୍ୟବସ୍ଥା କରାଇଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories