www.samajalive.in
Sunday, December 7, 2025
26.1 C
Bhubaneswar

ଧାମନଗର ଉପନିର୍ବାଚନ, ହରେକୃଷ୍ଣ ସେଠୀ କଂଗ୍ରେସ ପ୍ରାର୍ଥୀ

ଡେସ୍କ: ଧାମନଗର ଉପନିର୍ବାଚନ ପାଇଁ ଆଜି କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। ଗତକାଲି ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୁରଜ ପ୍ରାର୍ଥୀପତ୍ର ଦାଖଲ କରିଥିବା ବେଳେ ଆଜି କଂଗ୍ରେସ ତାର ପ୍ରାର୍ଥୀ ନାମ ଘୋଷଣା କରିଛି। କଂଗ୍ରେସ ବାବା ହରେକୃଷ୍ଣ ସେଠୀଙ୍କୁ ଧାମନଗର ପ୍ରାର୍ଥୀ ଭାବେ ଘୋଷଣା କରିଛି।

ଅନ୍ୟପକ୍ଷରେ ଧାମନଗର ଉପନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲକୁ ଆଉ ମାତ୍ର ଦୁଇ ଦିନ ବାକି ଥିବା ବେଳେ ବିଜେଡି ପ୍ରାର୍ଥୀ ଘୋଷଣା କରିନାହିଁ। କିନ୍ତୁ ଆଜି ତିହିଡି ବ୍ଲକ ଗୁଆମାଳ ପଂଚାୟତ ବିଶ୍ୱନାଥପୁରଠାରେ ପଦଯାତ୍ରା କରିଛି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories