www.samajalive.in
Sunday, December 14, 2025
16.1 C
Bhubaneswar

ମନ୍ଦିରରୁ ଲକ୍ଷାଧିକ ଟଙ୍କାର ସୁନାଗହଣା ଲୁଟ

ଧାମନଗର: ଚୋର ଲୁଟି ନେଲା ବିଷ୍ଣୁଙ୍କ ମନ୍ଦିରରୁ ଲକ୍ଷାଧିକ ଟଙ୍କାର ସୁନାଗହଣା। ଭଦ୍ରକ ଜିଲ୍ଲା ଧାମନଗର ଏନଏସି ଅଧିନସ୍ଥ ତାଳପଦା ଗ୍ରାମରେ ଥିବା ବିଷ୍ଣୁ ମନ୍ଦିର, ଶିବ ମନ୍ଦିର, ମଙ୍ଗଳା ମନ୍ଦିରରୁ ଅଳଙ୍କାର ସହ ବିଭିନ୍ନ ପୂଜା ସାମଗ୍ରୀ ଗତକାଲି ବିଳମ୍ବିତ ରାତ୍ରରେ ଚୋରି ହୋଇଥିବା ଜଣାପଡିଛି। ଯାହାର ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ ବୋଲି ଜଣାପଡିଛି। ଏ ନେଇ ଧାମନଗର ଥାନାରେ ସ୍ଥାନୀୟ ଜନସାଧାରଣ ତରଫରୁ ଅଭିଯୋଗ ହୋଇଛି। ତେବେ ଧାମନଗର ଅଞ୍ଚଳରେ ବିଭିନ୍ନ ସ୍ଥାନରେ ଥିବା ମନ୍ଦିରରୁ ଗତ କିଛି ମାସ ହେବ ବାରମ୍ବାର ଚୋରି ହେଉଥିବା ଦେଖିବାକୁ ମିଳିଛି। ଏନେଇ ଆଜି ଧାମନଗର ଥାନାରେ ଅଭିଯୋଗ ହୋଇଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories