www.samajalive.in
Saturday, December 6, 2025
16.1 C
Bhubaneswar

ଧାମରାରେ ବୁଡିଲା ବୋଟ୍; ଅଳ୍ପକେ ବର୍ତ୍ତିଲେ ୯ ମତ୍ସ୍ୟଜୀବୀ

ଭଦ୍ରକ: ଧାମରାର ପ୍ରତିରକ୍ଷା ଘାଟି ନିକଟରେ ବୋଟ୍‌ ବୁଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଥିବା ୯ଜଣ ମତ୍ସ୍ୟଜୀବୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଶନିବାର ଭୋର ସମୟରେ ପ୍ରତିରକ୍ଷା ଘାଟି ନିକଟରେ ଲଙ୍ଗର କରି ରହିଥିବା ବେଳେ ଢେଉ ମାଡରେ ବୋଟଟି ଭାଙ୍ଗି ବୁଡି ଯାଇଥିଲା। ବୋଟରେ ୯ ଜଣ ମତ୍ସ୍ୟଜୀବୀ ଥିଲେ। ସେମାନେ ଦୀର୍ଘ ୨ କିମି ପାଣିରେ ପହଁରି ନିକଟସ୍ଥ ଏକ ଜଙ୍ଗଲରେ ଆଶ୍ରୟ ନେଇଥିଲେ। ସେମାନଙ୍କୁ ଜିଲା ପ୍ରଶାସନ ଏପର୍ଯ୍ୟନ୍ତ ଉଦ୍ଧାର କରିନାହିଁ। ସୁରକ୍ଷିତ ଭାବେ ସମସ୍ତ ମତ୍ସ୍ୟଜୀବୀଙ୍କୁ ଉଦ୍ଧାର କରିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଉଦ୍ୟମ ଜାରି ରହିଛି।

Hot this week

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

Related Articles

Popular Categories