www.samajalive.in
Saturday, December 6, 2025
26.1 C
Bhubaneswar

ଧାମରାରେ ବିଜେପି ପକ୍ଷରୁ ସମର୍ପଣ ଦିବସ ପାଳିତ

ଧାମରା : ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଙ୍କ ପୁଣ୍ୟ ତିଥିରେ ସମର୍ପଣ ଦିବସ ପାଳିତ ହୋଇଯାଇଛି।  ଏହି ଅବସରରେ ଧାମରା ଜେ ଜେ ରିସର୍ଟରେ ଏକ ସଭା ର ଆୟୋଜନ କରାଯାଇଥିଲା।  ଧାମରାଇ ମଣ୍ଡଳ ର ସଭାପତି ତ୍ରିଦିବେଶ ପ୍ରଧାନ ଙ୍କ ସଭାପତିତ୍ୱ ରେ ହୋଇଥିବା ସଭା ରେ  ସମାଜସେବୀ ଦେବେନ୍ଦ୍ର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବାବେଳେ ସମ୍ମାନିତ ଅତିଥି ଭାବେ ଅତୁଲ୍ୟ ଜାନା ଏବଂ ବାବୁଲି ବେହେରା ପ୍ରମୁଖ ଯୋଗ ଦେଇଥିଲେ। ମଞ୍ଚାସୀନ ଅତିଥି ଏବଂ ଉପସ୍ଥିତ ବକ୍ତା ମାନେ ନିଜ ନିଜ ବକ୍ତବ୍ୟ ରେ କେନ୍ଦ୍ର ସରକାର ପଣ୍ଡିତ ଦିନଦୟାଲ ଙ୍କ ପୁଣ୍ୟ ତିଥିରେ କିପରି ବହୁ ଜନହିତକର କାର୍ଯ୍ୟକ୍ରମ କରିବା ସହ ତାଙ୍କ ତାଙ୍କ ଗରିବ କଲ୍ୟାଣ ଯୋଜନା, ଦିନ ଦୟାଲ ବିଦ୍ୟୁତ ଯୋଜନା ଭଳି ବହୁ ଯୋଜନା କରିବା ସହ କିପରି ସବୁ ଗରିବ ଏବଂ ଖଟିଖିଆ ଶ୍ରେଣୀ ର ଲୋକେ ଏହି ଯୋଜନା ରୁ ଲାଭ ପାଇପାରିବେ ସେ ବିଷୟରେ ଆଲୋକପାତ କରିଥିଲେ।  ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟା ରେ ବିଜେପି କର୍ମୀ ଉପସ୍ଥିତ ଥିଲେ।

Hot this week

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

Related Articles

Popular Categories