www.samajalive.in
Friday, December 5, 2025
20.1 C
Bhubaneswar

ଯୌତୁକ ଜୁଇରେ ନବବଧୂ!

ଧାମରା: ବିବାହର ୪ମାସ ନ ପୁରୁଣୁ ଯୌତୁକ ଜୁଇରେ ଜଳିଲା ନବବଧୂ। ଯୌତୁକ ପାଇଁ ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଲେ ପରିବାର ଲୋକେ। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି ଭଦ୍ରକ ଜିଲା ବାଂଶଡା ଥାନା ଅଧିନ ବଜରାପୁର ପଞ୍ଚାୟତ ଷଣ୍ଢଗଡା ଗ୍ରାମରେ।

ସୂଚନା ମୁତାବକ, ଷଣ୍ଢଗଡା ଗ୍ରାମର ଶରତ ନାୟକଙ୍କ ପୁଅ କମଳାକାନ୍ତ ନାୟକ ଗୋପିନାଥପୁର ପଞ୍ଚାୟତ ବାଲିପଦା ଗ୍ରାମର ରବିନ୍ଦ୍ର ସାହୁଙ୍କ ଝିଅ ଲିପି ସାହୁଙ୍କୁ ଆଜକୁ ଚାରିମାସ ହେବ ପ୍ରେମ ବିବାହ କରିଥିଲେ। ଝିଅ ପରିବାର ପକ୍ଷରୁ ମନ୍ଦିରରେ ଉଭୟ ପରିବାରର ଉପସ୍ଥିତିରେ ବୈଦିକ ରିତି ନୀତିରେ ବାହାଘର ସମ୍ପୂର୍ଣ୍ଣ ହୋଇଥିଲା। ହେଲେ ସ୍ୱାମୀର ପରିବାରକୁ ଏତେ ଯୌତୁକ ନିଶା ଘାରିଥିଲା ଯେ, ପ୍ରତ୍ୟେକ ଦିନ ବୋହୂକୁ ମାଡ ମାରିବା ସହିତ ମାନସିକ ଏବଂ ଶାରୀରିକ ନିର୍ଯାତନା ଦେଇ ଆସୁଥିଲେ।

ଅମାବାସ୍ୟା ରାତିକୁ କାହିଁକି କାଳ ରାତ୍ରୀ କୁହାଯାଏ

- Advertisement -


ଏନେଇ ଉଭୟ ପରିବାର ପକ୍ଷରୁ ଘଣ୍ଟେଶ୍ୱର ଫାଣ୍ଡିରେ ଲିଖିତ ଅଭିଯୋଗ ହୋଇଥିଲା। ଅଭିଯୋଗର କିଛି ଘଣ୍ଟା ନ ପୁରୁଣୁ ଶାଶୂଘର ଲୋକେ ଵହୁର ତଣ୍ଟିଚିପି ମାରିଦେଇଥିବା ଝିଅର ଭାଇ ରାଜେନ୍ଦ୍ର ଘଣ୍ଟେଶ୍ୱର ଫାଣ୍ଡିରେ ଲିଖିତ ଅଭିଯୋଗ କରିଛନ୍ତି। ଶାଶୂଘର ଲୋକେ ଫେରାର ଥିବା ଜଣାପଡ଼ିଛି। ଝିଅଘର ଅଭିଯୋଗ ଅଧାରରେ ଘଣ୍ଟେଶ୍ୱର ପୁଲିସ ଏବଂ ସାଇଣ୍ଟିଫିକ ଟିମ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories