www.samajalive.in
Saturday, December 13, 2025
27.1 C
Bhubaneswar

ରାସ୍ତା ତଳକୁ ଓଲଟିଲା ସ୍କୁଲଭ୍ୟାନ, ଅଳ୍ପକେ ବର୍ତ୍ତିଲେ ୧୩ ଛାତ୍ରଛାତ୍ରୀ

ଧାମରା: ଭଦ୍ରକ ଚାନ୍ଦବାଲି ମୁଖ୍ୟରାସ୍ତା ନାଲଗୁଣ୍ଡା ଛକ ନିକଟରେ ଶୁକ୍ରବାର ଏକ ସ୍କୁଲ ଭ୍ୟାନ ରାସ୍ତା ତଳକୁ ଓଲଟି ପଡ଼ିଛି। ଏଥିରେ ଅଳ୍ପକେ ବର୍ତ୍ତି ଯାଇଛନ୍ତି ୧୦ରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀ। ଦିଗଛିଆ ନିକଟସ୍ଥ ଉତ୍କଳ ମଣି ଶିଶୁ ଶିକ୍ଷା ମନ୍ଦିରରୁ ଛାତ୍ରଛାତ୍ରୀଙ୍କୁ ନେଇ ସ୍କୁଲ ଭ୍ୟାନ ଫେରୁଥିବାବେଳେ ନାଲଗୁଣ୍ଡା ଛକ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇ ଭ୍ୟାନ୍‌ଟି ଏକ ପୋଖରୀ ମଧ୍ୟକୁ ଓଲଟି ପଡିଥିଲା। ଏହି ଦୁର୍ଘଟଣାରେ ୧୩ ଜଣ ଛାତ୍ରଛାତ୍ରୀ ଗୁରୁତର ଆହତ ହୋଇ ତିହିଡି ମେଡିକାଲ ଚିକିତ୍ସିତ ହେଉଥିବାବେଳେ କେତେଜଣ ଚାନ୍ଦବାଲି ମେଡିକାଲକୁ ସ୍ଥାନାନ୍ତର ହୋଇଛନ୍ତି।

Hot this week

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

ମହାନଦୀକୁ ହତ୍ୟା ଷଡ଼ଯନ୍ତ୍ର ଚାଲିଛି- ପ୍ରସନ୍ନ

ଭୁବନେଶ୍ୱର: ମହାନଦୀ ପ୍ରସଙ୍ଗର ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ବଡ ବୟାନ...

ବିଜେପିରେ ଦିଲ୍ଲୀରୁ ହୁଏ ନିଷ୍ପତ୍ତି; ମୋ ସହିତ ଆଦୌ ପରାମର୍ଶ କରାଯାଏନାହିଁ

ସମାଜ ଡିଜିଟାଲ ଡେସ୍କ: ପଞ୍ଜାବରେ ବିଜେପି ରାଜନୀତି ସରଗରମ । ପୂର୍ବତନ...

ମେସିଙ୍କୁ ଦେଖିବାକୁ ଷ୍ଟାଡିୟମରେ ହଙ୍ଗାମା

ସମାଜ ଲାଇଭ ଡ଼େସ୍କ : ମେସିଙ୍କୁ ଦେଖିବାକୁ କଲକାତା ସଲ୍ଟଲେକ ଷ୍ଟାଡିୟମରେ...

Related Articles

Popular Categories