www.samajalive.in
Sunday, December 14, 2025
14.1 C
Bhubaneswar

ମାଛ ଗୋଟିକ ଦାମ ୫ଲକ୍ଷ ୩୩ହଜାର, କିଣିଲେ ବିଦେଶୀ କମ୍ପାନୀ

ଧାମରା:ମାଛ ଗୋଟିକର ଦାମ ଆପଣ ଶୁଣିଲେ ଆଶ୍ଚର୍ଯ୍ୟ ହୋଇଯିବେ। ମାଛ ଗୋଟିକ ଦାମ ୫ଲକ୍ଷ ୩୩ହଜାର ଟଙ୍କା। ଶୁଣିବାକୁ ବିଶ୍ୱାସ ହେଉନଥିଲେ ମଧ୍ୟ କଥାଟି ସତ୍ୟ। ଚାନ୍ଦବାଲି ଧାମରା ମୁହାଣ ଠାରୁ ୨୫କିମି ଦୂର ଗଭୀର ସମୁଦ୍ର ମଧ୍ୟରୁ ମଣ୍ଟୁ ମଣ୍ଡଳ ନାମକ ଧୀବର ଏହି ବିରଳ ମାଟିଆ ତେଲି ମାଛ ଧରି ଥିବା ଜଣାପଡିଛି। ମାଛଟିର ଓଜନ ୨୬କିଲୋ ହୋଇଥିବା ବେଳେ କେଜି ପ୍ରତି ଏହି ମାଛକୁ ୨୦ହଜାର ୫୦୦ ଟଙ୍କାରେ ମୋଟ ୫ଲକ୍ଷ ୩୩ହଜାରେ ଟଙ୍କାରେ ନିଲାମ କରାଯାଇଛି।ଏହି ମାଛକୁ ଧାମରା ଚନ୍ଦିନୀପାଳ କଣ୍ଟାରେ ମସ୍ୟଜୀବୀ ଶଙ୍କର ଗିରି ନିଲାମ ନେଇଥିବା ବେଳେ ଏହାକୁ ବିଦେଶୀ କମ୍ପାନୀକୁ ବିକ୍ରୀ କରିଛନ୍ତି।

Hot this week

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

Related Articles

Popular Categories