www.samajalive.in
Saturday, December 13, 2025
21.1 C
Bhubaneswar

ଧାମନଗର ବ୍ଲକରେ ଆଜି ସବୁ ବିଦ୍ୟାଳୟ ଛୁଟି

ଧାମନଗର : ଲଗାଣ ବର୍ଷା ଯୋଗୁ ଧାମନଗର ବ୍ଲକ୍​‌ର ଏବେ ବି ଅନେକ ଗାଁ ପାଣି ଘେରରେ ରହିଛି। ସ୍ଥିତିର ସୁଧାର ଆସିନଥିବାରୁ ଆଜି ବ୍ଲକର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ କରିବାକୁ ଜିଲାପାଳ ନିର୍ଦେଶ ଦେଇଛନ୍ତି। ସୂଚନା ଅନୁସାରେ, ଅନ୍ୟପକ୍ଷରେ ବୈତରଣୀ ନଦୀର ଜଳସ୍ତର କମିଛି। ଏବେ ବୈତରଣୀ ବିପଦ ସଂକେତ ତଳେ ପ୍ରବାହିତ ହେଉଛି। ଏହି ବନ୍ୟାରେ ଭଦ୍ରକ ଜିଲାର ୪ଗୋଟି ବ୍ଲକର ୬୧ ଗୋଟି ପଞ୍ଚାୟତର ୩୨୬ ଗାଁର ୧ଲକ୍ଷ ୮୧ ହଜାର ଲୋକ ପ୍ରଭାବିତ ହୋଇଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସ୍ଥିତିରେ ସୁଧାର ଆଣିବାକୁ ପ୍ରଶାସନ ପକ୍ଷରୁ ସବୁ ପ୍ରକାର ପ୍ରସ୍ତୁତି ଜାରି ରହିଛି।

Hot this week

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

Related Articles

Popular Categories