www.samajalive.in
Sunday, December 7, 2025
23.1 C
Bhubaneswar

ମିଳିବ ୧୫ଲକ୍ଷ ଟଙ୍କାର କ୍ଷତିପୂରଣ

ଭୁବନେଶ୍ୱର: ଧାମନଗରର ୧୩୯ନଂ ବୁଥରେ ପୋଲିଂ ଅଫିସର ନଟବର ମୁଣ୍ଡାଙ୍କ ମୃତ୍ୟୁ ଘଟଣାକୁ ନେଇ ସିଇଓ ପ୍ରତିକ୍ରିୟା ରଖିଛନ୍ତି । ସିଇଓ କହିଛନ୍ତି, ଏହା ଏକ ଦୁଃଖଦ ଘଟଣା । ନଟବରଙ୍କ ପରିବାରକୁ ୧୫ଲକ୍ଷ ଟଙ୍କାର କ୍ଷତିପୂରଣ ମିଳିବ । ଗତକାଲି ନଟବର ହଠାତ୍‌ ଅସୁସ୍ଥ ହୋଇପଡ଼ିଥିଲେ ।

ସୁଚନା ଅନୁଯାୟୀ, ଧାମନଗର ଉପନିର୍ବାଚନ ପାଇଁ ୧୩୯ ନମ୍ବର ବୁଥରେ ପହଞ୍ଚିଥିଲେ ପୋଲିଂ ଅଫିସର ନଟବର ମୁଣ୍ଡା । ହେଲେ ପହଞ୍ଚିବା ପରେ ତାଙ୍କର ହଠାତ୍‌ ସ୍ୱାସ୍ଥ୍ୟବସ୍ଥା ଖରାପ ହୋଇଥିଲା । ତେଣୁ ଗତକାଲି ଅସୁସ୍ଥତା କାରଣରୁ ନଟବରଙ୍କୁ ଏସସିବିରେ ଭର୍ତ୍ତି କରାଯାଇଥିଲା । ହେଲେ ସେଠାରେ ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିଲା । ପୁଲିଂ ଅଫିସର ନଟବର ମୁଣ୍ଡାଙ୍କ ମୃତ୍ୟୁ ହୋଇଥିବା ନେଇ ଆଜି ଭଦ୍ରକ ଜିଲ୍ଳାପାଳ ସୂଚନା ଦେଇଥିଲେ ।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories