www.samajalive.in
Sunday, December 14, 2025
26.1 C
Bhubaneswar

ଧାମନଗର ମହାବିଦ୍ୟାଳୟର ବାର୍ଷିକ ଉତ୍ସବ

ଦୋବଲ : ଧାମନଗର ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି। କଲେଜର ଅଧ୍ୟାପକ ପବିତ୍ର ପାଣିଗ୍ରାହୀଙ୍କ ପୌରହିତରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥୀ ଭାବେ ଜ୍ଞାନ ହୋତା, ସମ୍ମାନନୀୟ ଅତିଥି ଭାବେ ଧାମନଗର ତହସିଲଦାର କ୍ଷୀରୋଦ ପଣ୍ଡା, ନିରଞ୍ଜନ ପାଢ଼ୀ, ବନମାଳୀ ଦାଶ, ଆଶିଷ କୁମାର ସ୍ୱାଇଁ ପ୍ରମୁଖ ଯୋଗ ଦେଇ ସାରଗର୍ଭ ବକ୍ତବ୍ୟ ପ୍ରଦାନ କରିଛନ୍ତି। ଇତିହାସ ବିଭାଗର ଅଧ୍ୟାପକ ଆଶିଷ କୁମାର ସ୍ୱାଇଁ ପରିଚୟ ପ୍ରଦାନ କରିଥିଲେ। ନବନିର୍ବାଚିତ ଦୋବଲ ଜୋନ୍ ଜିଲ୍ଲାପରିସଦ ଉର୍ମିଳା ବିଶ୍ୱାଳଙ୍କ ସହ କଲେଜର ସମସ୍ତ ଅଧ୍ୟାପକ ଅଧ୍ୟାପିକା ଉପସ୍ଥିତ ରହିଥିଲେ। ସଭା ଆରମ୍ଭରେ ପ୍ରଦୀପଜ୍ୱଳନ କରି ବନ୍ଧେ ଉତ୍କଳ ଜନନୀ ସଙ୍ଗୀତ ଗାନ ପରେ ମହାବିଦ୍ୟାଳୟ ତରଫରୁ ଅତିଥିମାନଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଛି।

Hot this week

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

Related Articles

Popular Categories