www.samajalive.in
Thursday, December 11, 2025
26.1 C
Bhubaneswar

ବନ୍ୟାରେ ଭାସିଯାଇ ଛାତ୍ର ନିଖୋଜ

ଧାମନଗର: ବନ୍ୟାରେ ଭାସିଯାଇ ନିଖୋଜ ହୋଇ ଯାଇଛନ୍ତି ଜଣେ ଛାତ୍ର। ଏଭଳି ଅଭାବନୀୟ ଘଟଣା ଘଟିଛି ଧାମନଗର ବ୍ଲକ ବୟାଙ୍ଗଡିହ ପଞ୍ଚାୟତ ଅନ୍ତର୍ଗତ ଭଉଁରିଆ ବାଙ୍କ ଗ୍ରାମରେ। ଶୁକ୍ରବାର ଗ୍ରାମର ଜଣେ ଦଶମ ଶ୍ରେଣୀର ଛାତ୍ର ଗାଁ ନିକଟରେ ପ୍ରବାହିତ ଗେଙ୍ଗୁଟି ନଦୀରେ ଗାଧୋଉଥିବା ବେଳେ ବନ୍ୟା ସ୍ରୋତରେ ଭାସିଯାଇ ନିଖୋଜ ଅଛନ୍ତି। ନିଖୋଜ ଛାତ୍ର ଜଣକ ହେଲେ ରଙ୍ଗ ଲତା ସେଠୀଙ୍କ ପୁଅ ରାହୁଲ ସେଠୀ(୧୫)। ବନ୍ୟା ସ୍ରୋତରେ ଭାସିଯାଇ ପାଖରେ ଥିବା ଏକ ଅଥଳ ଜୋର ଗଡ଼ିଆ ଭିତରେ ରାହୁଲ ପଶି ଯାଇଥିବା ସନ୍ଦେହ କରି ଗ୍ରାମବାସୀ ଏବଂ ଧାମନଗର ଦମକଳ ବାହିନୀ ସେଠାରେ ଖୋଜାଖୋଜି ଅବ୍ୟାହତ ରଖିଛନ୍ତି।

Hot this week

ନୂଆ ମ୍ୟୁଜିକାଲ ୟୁଟ୍ୟୁବ୍ ଚ୍ୟାନେଲ ‘ଆନନ୍ଦ ନିର୍ଝର’ର ଶୁଭାରମ୍ଭ

ଭୁବନେଶ୍ୱର: ନୂଆ ମ୍ୟୁଜିକାଲ୍ ୟୁଟ୍ୟୁବ୍ ଚ୍ୟାନେଲ 'ଆନନ୍ଦ ନିର୍ଝର'ର ଶୁଭାରମ୍ଭ ଉତ୍ସବ...

ଆମେରିକା, କୋରିଆ, ଜାପାନ… ସମସ୍ତଙ୍କୁ ପଛରେ ପକାଇ, ରେଳବାଇରେ ଭାରତ କିପରି ସଫଳ ହେଲା ?

ନୂଆଦିଲ୍ଲୀ: ଗତ ୭୫ ବର୍ଷ ମଧ୍ୟରେ ଭାରତ ରେଳ ବିଦ୍ୟୁତୀକରଣରେ ଉଲ୍ଲେଖନୀୟ...

ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲା: ଷଡ଼ଯନ୍ତ୍ରକାରୀ ଉମର ଖଲିଦକୁ ଅନ୍ତରୀଣ ଜାମିନ

ସମାଜଲାଇଭ ଡେସ୍କ: ୨୦୨୦ ଉତ୍ତର-ପୂର୍ବ ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲାର ଅଭିଯୁକ୍ତ...

ପାଚିଲା କଦଳୀରୁ ପୁଷ୍ଟିକର ଖାଦ୍ୟ ପିଲାଙ୍କୁ ଦିଅନ୍ତୁ

କଦଳୀକୁ ବିଭିନ୍ନ ପ୍ରକାରର ଖାଦ୍ୟ ପ୍ରସ୍ତୁତ କରିବା ପାଇଁ ବ୍ୟବହାର କରାଯାଇପାରିବ।...

୨୦୨୬ରେ ଶନିଙ୍କ ପ୍ରଭାବ: ଏହି ରାଶିରେ ବଦଳିବ ଭାଗ୍ୟ

ସମାଜ ଡିଜିଟାଲ ଡେସ୍କ: ନଅଟି ଗ୍ରହ ମଧ୍ୟରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଗ୍ରହ...

Related Articles

Popular Categories