www.samajalive.in
Saturday, December 6, 2025
15.1 C
Bhubaneswar

ଧାମନଗର ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଧାମନଗର : ଧାମନଗର ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଲା ବିଜ୍ଞପ୍ତି। ଭଦ୍ରକ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଅକ୍ଟୋବର ୧୪ ନାମାଙ୍କନ ଦାଖଲର ଶେଷ ଦିନ ହୋଇଥିବା ବେଳେ ଅକ୍ଟୋବର ୧୭ ନାମାଙ୍କନ ପ୍ରତ୍ୟାହାରର ଶେଷ ଦିନ। ନଭେମ୍ବର ୩ରେ ଭୋଟିଂ,୬ରେ ଗଣତି ଓ ଫଳାଫଳ ଘୋଷଣା କରାଯିବ।
ସୂଚନା ଯୋଗ୍ୟ ଗତ ସେପ୍ଟେମ୍ବର ୧୯ରେ  ଧାମନଗର ବିଜେପି ବିଧାୟକ ବିଷ୍ଣୁ ସେଠୀଙ୍କ ପରଲୋକ ହୋଇଥିଲା।  ୬୧ ବର୍ଷ ବୟସରେ ଭୁବନେଶ୍ୱର ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିଲା। ବିଜେପି ବିଧାୟକ ତଥା ବିରୋଧୀ ଦଳ ଉପନେତା ଥିଲେ ବିଷ୍ଣୁ ସେଠୀ । ବିଷ୍ଣୁ ସେଠୀଙ୍କ ବିୟୋଗ ପରେ ଖାଲି ପଡିଛି ଧାମନଗର ଆସନ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories