www.samajalive.in
Sunday, December 14, 2025
17.1 C
Bhubaneswar

ଧାମନଗରରେ ପ୍ରଚାର ସରଗରମ : ମଇଦାନରେ ୫ ପ୍ରାର୍ଥୀ

ଡେସ୍କ : ଭଦ୍ରକ ଜିଲ୍ଲା ଧାମନଗର ବିଧାନସଭା ଆସନ ଉପନିର୍ବାଚନ ଲାଗି ପ୍ରଚାର ସରଗରମ ହୋଇ ଉଠିଛି। ଆସନ୍ତାକାଲି ପ୍ରାର୍ଥୀପତ୍ର ପ୍ରତ୍ୟାହାରj ଶେଷ ଦିନ ଧାର୍ଯ୍ୟ କରାଯାଇଛି। ମନୋୟନ ପତ୍ର ଯାଞ୍ଚ ପରେ ଏହି ଉପନିର୍ବାଚନ ପାଇଁ ୫ ଜଣଙ୍କର ପ୍ରାର୍ଥୀପତ୍ର କାଏମ୍‍ ରହିଛି।
ବିଜେପିର ସୂର୍ଯ୍ୟବଂଶୀ ସୂରଜ, ବିଜେଡିର ଅବନ୍ତୀ ଦାସ, କଂଗ୍ରେସର ବାବା ହରେକୃଷ୍ଣ ସେଠୀ, ସ୍ୱାଧୀନ ପ୍ରାର୍ଥୀଭାବେ ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ଓ ପବିତ୍ର ମୋହନ ଦାସଙ୍କ ପ୍ରାର୍ଥୀପତ୍ର କାଏମ୍‍ ରହିଛି। ଜଣେ ସ୍ବାଧୀନ ପ୍ରାର୍ଥୀ ଶୁଭ୍ର ନାରାୟଣ ସେଠୀଙ୍କ ପ୍ରାର୍ଥୀପତ୍ର ନାକଚ ହୋଇଯାଇଛି।

ଏହି ଉପନିର୍ବାଚନ ପାଇଁ ନଭେମ୍ବର ୩ ତାରିଖରେ ଭୋଟଗ୍ରହଣ କରାଯିବ ଏବଂ ୬ ତାରିଖରେ ଫଳାଫଳ ପ୍ରକାଶ ପାଇବ ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories