www.samajalive.in
Monday, December 8, 2025
20.1 C
Bhubaneswar

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ। ୯୦ବର୍ଷରେ ପାଦ ଦେବା ପୂର୍ବରୁ ୮୯ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିଲା। ଜନ୍ମଦିନର ୧୪ଦିନ ପୂର୍ବରୁ ଧର୍ମେନ୍ଦ୍ରଙ୍କ ଦେହାନ୍ତ ହେବା ତାଙ୍କ ପରିବାରକୁ ଦୋହଲାଇ ଦେଇଛି। ଧର୍ମେନ୍ଦ୍ରଙ୍କ ଯିବା ପରେ ଘରର ମୂଳଦୁଆ ଦୋହଲି ଯାଇଛି। ଆଜି ସେ ଏ ଦନୁଆରେ ନଥିବା ବେଳେ ତାଙ୍କ ଜନ୍ମଦିନରେ ସାରା ପରିବାର ତାଙ୍କୁ ମନେ ପକାଇଛନ୍ତି। ବି‌ଶେଷ କରି ଝିଅ ଈଶା ଦେଓଲ, ପୁଅ ବବି ଓ ସନ୍ନି ଦେଓଲ ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ ବାପାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇ ଭାବବିହ୍ବଳ ହୋଇପଡ଼ିଛନ୍ତି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories