www.samajalive.in
Monday, December 8, 2025
27.1 C
Bhubaneswar

ମହଙ୍ଗା ପଡ଼ିଲା ମିଥ୍ୟା ସତ୍ୟପାଠ : ପଦ ହରାଇଲେ ଏକତାଳି ସରପଞ୍ଚ

ଢେଙ୍କାନାଳ: ମିଥ୍ୟା ସତ୍ୟପାଠ କରିଥିବାରୁ ସରପଞ୍ଚ ପଦ ହରାଇଛନ୍ତି ଝିଲ୍ଲୀପ୍ରଭା ବେହେରା । ସୂଚନା ଅନୁସାରେ, ଢେଙ୍କାନାଳ ଜିଲା ଏକତାଳି ପଞ୍ଚାୟତ ସରପଞ୍ଚ ଝିଲ୍ଲୀପ୍ରଭା ବେହେରା ୨୦୨୨ ମସିହା ପଞ୍ଚାୟତ ନିର୍ବାଚନରେ ୧୪୭ ଖଣ୍ଡ ଭୋଟରେ ସେ ବିଜୟୀ ହୋଇଥିଲେ । ତାଙ୍କର ୩ଟି ସନ୍ତାନ ଥିବାବେଳେ ନିଜ ସତ୍ୟପାଠରେ ଦୁଇଟି ସନ୍ତାନ ଥିବା ଦର୍ଶାଇଥିଲେ । ପରବର୍ତ୍ତୀ ସମୟରେ ତାଙ୍କର ନିକଟତମ ପ୍ରତିଦ୍ବନ୍ଦ୍ବୀ ଦେବଶ୍ରୀ ଦାଶ ସରପଞ୍ଚଙ୍କର ୩ଟି ସନ୍ତାନ ଥିବା ଦର୍ଶାଇ ସିଭିଲ କୋର୍ଟରେ ଦ୍ବାରସ୍ଥ ହୋଇଥିଲେ । ଅଦାଲତ ମାମଲାର ବିଚାର କରି ଝିଲ୍ଲୀପ୍ରଭାଙ୍କୁ ଅଯୋଗ୍ୟ ଘୋଷଣା କରିଥିବା ଜଣାପଡ଼ିଛି।

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories