www.samajalive.in
Sunday, December 7, 2025
26.1 C
Bhubaneswar

ଧନତେରାସ୍‍ ରେ କରନ୍ତୁ ଏହି ସହଜ ଉପାୟ ମିଳିବ ମା’ଲକ୍ଷ୍ମୀଙ୍କ ବିଶେଷ କୃପା

ଧନତେରାସ୍‍ ଦିନ ଲୋକେ ଧନର ଦେବୀ ମା’ଲକ୍ଷ୍ମୀ ଓ କୁବେର, ଭଗବାନ ଧନୱନ୍ତରୀଙ୍କୁ ପ୍ରସନ୍ନ କରିବା ପାଇଁ ବିଭିନ୍ନ ଉପାୟରେ ପୂଜାର୍ଚ୍ଚନା କରିଥାଆନ୍ତି। ଏହି ଦିନ ମା’ଙ୍କୁ ଭକ୍ତି ଭାବନା ସହ ପୂଜାର୍ଚ୍ଚନା କଲେ ମା’ଙ୍କର ବିଶେଷ କୃପା ପ୍ରାପ୍ତି ହେବା ସହ ଧନ ଜନିତ ସମସ୍ତ ସମସ୍ୟା ଦୂର ହୋଇଥାଏ ବୋଲି କୁହାଯାଏ। ଜାଣନ୍ତୁ ମା’ଙ୍କ ପ୍ରସନ୍ନ କରିବାର କିଛି ଉପାୟ ବିଷୟରେ ….
ଧନତେରାସ୍‍ ଦିନ ସନ୍ଧ୍ୟାରେ ଦୀପ ନିଶ୍ଚୟ ଲଗାନ୍ତୁ। ଦୀପ ନିକଟରେ ଏକ କଉଡ଼ି ରଖନ୍ତୁ। ଏହାପରେ ସେହି କୁଉଡ଼ିକୁ ଘରେ ଟଙ୍କାପଇସା ରଖୁଥିବା ସ୍ଥାନରେ ଏକ ଲାଲ କପଡ଼ାରେ ବାନ୍ଧି ରଖନ୍ତୁ। ଏହି ଉପାୟ କରିବା ଦ୍ୱାରା ଘରେ ଟଙ୍କା ପଇସାର ଅଭାବ ହୋଇନଥାଏ।
୧୦୮ ଥର କୁବେରଙ୍କ ମନ୍ତ୍ର ଜପ କରନ୍ତୁ।
ଧନତେରସ ଦିନ ଚାନ୍ଦୀର ଟଙ୍କାରେ କିଛି ହଳଦୀ ଲଗାଇ ଏହାକୁ ପୂଜା କରନ୍ତୁ।
ଧନତେରସ ଓ ଦୀପାବଳୀ ଦିନ ଶ୍ରୀଯନ୍ତ୍ର ପୂଜା କରିବା ଖୁବ ଶୁଭ। ଏପରି କରିବା ଦ୍ୱାରା ମା’ଲକ୍ଷ୍ମୀଙ୍କ ବିଶେଷ କୃପା ମିଳିଥାଏ । ଧନର କଦାପି ଅଭାବ ହୋଇନଥାଏ।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories